୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି। ଏହି ଘଟଣାରେ ଅବକାରୀ ବିଭାଗ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର...