ପାଟ୍ରୋଲିଂ ବେଳେ କାର୍ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍-ଖଣ୍ଡା ଜବତ…
ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନଙ୍କ ଜାମିନ ଆବେଦନ ଖାରଜ…
“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ
ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା ସାମ୍ନାକୁ ଆସିଛି। ଜମିର ହିଡ଼ ବାନ୍ଧି ପାଣି ଅଟକାଇବାକୁ ନେଇ ଗ୍ରାମର ପ୍ରକାଶ…
ସାଇକେଲରେ ସାର ବସ୍ତା ଲଦି ରାସ୍ତା ପାର ହେଉଥିଲେ, ଧକ୍କା ଦେଲା କାର୍; ଚାଲିଗଲା ଚାଷୀଙ୍କ…
ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥର ମଳାଭଞ୍ଜା ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ (ନଂ. KM 03 MY 0165) ଧକ୍କାରେ ଜଣେ ବୃଦ୍ଧ ଚାଷୀଙ୍କ ପ୍ରାଣହାନି ଘଟିଛି।…

