ନୂଆଦିଲ୍ଲୀ,୨୭ା୨(ପି.ଟି.): ଡିଜିଟାଲ ପ୍ଲାଟ୍ଫର୍ମଗୁଡ଼ିକରେ ପ୍ରକାଶ ପାଉଥିବା ଅନ୍ଲାଇନ କଣ୍ଟେଣ୍ଟ ପାଇଁ ସେମାନଙ୍କୁ ଉତ୍ତରଦାୟିତ୍ୱ ନେବାକୁ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି। କଣ୍ଟେଣ୍ଟ ବା ବିଷୟବସ୍ତୁର…