ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ ସମାରୋହ ଅତି ଆଡମ୍ବର ସହକାରେ ଶୁଭାରମ୍ଭ ହୋଇଛି। ପ୍ରଥମ ଦିବସରେ ଆଧ୍ୟାତ୍ମିକ ପରିବେଶ...