ନୂଆଦିଲ୍ଲୀ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍ର ଶନିବାର ଅନୁଷ୍ଠିତ ମ୍ୟାଚରେ ସନ୍ରାଇଜର୍ସ ହାଇଦ୍ରାବାଦ ୬୭ ରନରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ୭ ମ୍ୟାଚରୁ ୫ମ ବିଜୟ…