ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ… ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ ଗୁରୁବାର ବିଧାନସଭାରେ ଉତ୍ତର ରଖିଛନ୍ତି ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା। ସେ କହିଛନ୍ତି,…