ରାତ୍ରିଭୋଜନ ଓ ସଂଘର୍ଷ ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ ଏହିଠାରେ କରିଥାନ୍ତି। ଫଳରେ ଖାଦ୍ୟପେୟର ଏକ ସୁନ୍ଦର ପରିବେଶ ମାତାପିତା ଏବଂ ଶିଶୁ…