ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’ ର ମୃତ୍ୟୁକୁ ନେଇ ଏକ ନୂତନ ଏବଂ ରୋଚକ ତଥ୍ୟ ପଦାକୁ ଆସିଛି।…