UKGରେ ପଢୁଥିବା ପୁଅର ରେଜଲ୍ଟ ଦେଖି ବାପାଙ୍କୁ ହାର୍ଟଆଟାକ୍, ସ୍କୁଲରେ ଟଳି…. ନୂଆଦିଲ୍ଲୀ,୧୯।୧: ୟୁକେଜିରେ ପଢୁଥିବା ପୁଅର ମାର୍କସିଟ୍ ଦେଖି ବାପାକୁ ହାର୍ଟଆଟାକ୍ ଆସିଛି । କଥାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସମ୍ପୁର୍ଣ୍ଣ ସତ୍ୟ । ଆସାମରୁ ସାମ୍ନାକୁ ଆସିଛି ଏହି ଘଟଣା । ଖବର ଅନୁସାରେ, ଗତ ଗୁରୁବାର ଦିନ ଦିପଙ୍କର...