ଶିଶୁଙ୍କ ଠାରେ ବେଶୀ ବ୍ୟାପୁଛି ଡିପଥେରିଆ: ଜାଣନ୍ତୁ ଟୀକା ନେବା କାହିଁକି ଜରୁରୀ ଭୁବନେଶ୍ୱର,୧୮।୬: ରାଜ୍ୟରେ ଭୟାନକ ରୂପ ନେଲାଣି ଡିପଥେରିଆ। ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡି ଜିଲାକୁ ମାଡ଼ିଲାଣି ଏହି ରୋଗ । ବର୍ତ୍ତମାନ ସୁଦ୍ଧା ୩ ଜିଲାରେ ୨୧ ସଂକ୍ରମିତ ଚିହ୍ନଟ ହେଲେଣି। ଏହି ରୋଗରେ ୫ ଜଣଙ୍କର ଜୀବନ...