ଦୟାନଦୀ ପାଇଁ ବ୍ୟାପୁଛି ଝାଡ଼ାବାନ୍ତି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କଣାସ,୯ା୭: ପୁରୀ ଜିଲା କଣାସରେ ଝାଡ଼ାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ଦୟା ନଦୀ ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର। ସେ କହିଛନ୍ତି, ଲୋକେ ଦୟା ନଦୀର ପାଣି ବ୍ୟବହାର କରୁଥିବାରୁ ଝାଡ଼ାବାନ୍ତି ବ୍ୟାପଛି। ଏନେଇ ସ୍ବାସ୍ଥ୍ୟ...