ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ ହଠାତ୍ ଚାଲିଗଲା ଜୀବନ। ଗଞ୍ଜାମ ସହରର ପ୍ରତିଷ୍ଠିତ ବ୍ୟବସାୟୀ ତଥା ପରିବେଶ ପ୍ରେମୀ…