କରିଲୋପାଟଣା କଲେଜ ଅଧ୍ୟକ୍ଷ ଦାୟିତ୍ୱ ହସ୍ତାନ୍ତର ବିବାଦ: ରେକର୍ଡ ଯାଞ୍ଚ ମାର୍ଶାଘାଇ,୩ା୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ମାର୍ଶାଘାଇ ବ୍ଲକ କରିଲୋପାଟଣା ମହାବିଦ୍ୟାଳୟରେ ଅଧ୍ୟକ୍ଷଙ୍କୁ ଦାୟିତ୍ୱ ହସ୍ତାନ୍ତର ନେଇ ବିବାଦ ଘଟଣାରେ ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା କେନ୍ଦ୍ରାପଡ଼ା ଉପ ଜିଲାପାଳ ଅରୁଣ ନାୟକ ବୁଧବାର ମହାବିଦ୍ୟାଳୟରେ ପହଞ୍ଚି ନଥିପତ୍ର ଯାଞ୍ଚ କରିଛନ୍ତି। ଜୁଲାଇ…