ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ… ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସଭାର ଆୟୋଜନ କରାଯାଇଥିଲା।…