ବାତ୍ୟା ଆଶଙ୍କାରେ ଉପକୂଳବାସୀ, ଜରୁରୀ ବୈଠକ ଡାକି ଆଲର୍ଟ କଲା ଜିଲା ପ୍ରଶାସନ
ମହାକାଳପଡ଼ା,୨୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ୧୯୯୯ ମହାବାତ୍ୟା କରାଳ ଦୃଶ୍ୟ ଏବେବି ଉପକୂଳ ଅଞ୍ଚଳ ଲୋକଙ୍କର ମନେ ପଡ଼ିଯାଏ। ବିଶେଷକରି ପୂର୍ବ ଉପକୂଳ ଜଗତସିଂହପୁର ଏରସମାରେ ବାତ୍ୟା ସିଧା ସଳଖ ମାଡ଼ ହୋଇଥିଲା। ଏହାର ପ୍ରଭାବରେ ପଡ଼ୋଶୀ ଜିଲା କେନ୍ଦ୍ରାପଡ଼ା ବି ବର୍ତ୍ତି…
ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର
ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା ନିମନ୍ତେ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଗ୍ରହଣ କରାଯାଇଛି। ବୁଧବାର ପୂର୍ବାହ୍ନ…
ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ହେଡ୍କ୍ୱାର୍ଟର୍ସ ନ ଛାଡ଼ିବାକୁ କଡ଼ା ନିର୍ଦ୍ଦେଶ
ମାଲକାନଗିରି,୨୪ା୯: ମାଲକାନଗିରି ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ଜିଲା ପ୍ରଶାସନ। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲାପାଳ ଏହି ଛୁଟି ବାତିଲ କରିଛନ୍ତି। ଏହି…

