ଗଣତନ୍ତ୍ର ଦିବସରେ ଆମିଷ ବିକ୍ରି ବନ୍ଦ ନେଇ ନିର୍ଦ୍ଦେଶନାମା ଉଠାଇଲେ ଜିଲାପାଳ
କୋରାପୁଟ,୨୫ା୧(ଅମିତାଭ ବେହେରା): ଆସନ୍ତା ଜାନୁଆରୀ ୨୬ରେ ଅନୁଷ୍ଠିତ ହେବାକୁ ଥିବା ୭୭ତମ ଗଣତନ୍ତ୍ର ଦିବସରେ କୋରାପୁଟ ଜିଲାରେ ଆମିଷ ବିକ୍ରି ଉପରେ ଜିଲା ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା କଟକଣାକୁ ରବିବାର ବାତିଲ କରାଯାଇଛି। କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ…
ରେକର୍ଡପତ୍ରର ସ୍ବଚ୍ଛତାକୁ ନେଇ ଖୁସି ପ୍ରକଟ କଲେ ଜିଲାପାଳ
ପୁରୁଷୋତ୍ତମପୁର,୧୨ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତିଭାସନ ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟକୁ ବୁଧବାର ଆସି ବିଭିନ୍ନ ରେକର୍ଡପତ୍ର ଯାଞ୍ଚ କରିଛନ୍ତି। ତହସିଲଦାର ବିନୋଦ କୁମାର ବେହେରା ଓ ଅତିରିକ୍ତ ତହସିଲଦାର ସଙ୍ଗୀତା ସେଠୀଙ୍କ ସହ ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିବା ସହ…
ଜିଲାପାଳଙ୍କ ନାଁରେ ଫେକ୍ ଆଇଡି ଖୋଲି ଟଙ୍କା ମାଗୁଥିବା ଅଭିଯୋଗ
ବିନିକା: ସୁବର୍ଣ୍ଣପୁର ଜିଲାପାଳ ଡ. ନୃପରାଜ ସାହୁଙ୍କ ନାଁରେ ଫେକ୍ ଆଇଡି ଖୋଲାଯାଇଛି। ସୋସିଆଲ ମିଡିଆରେ ଫେକ୍ ଆଇଡି ଖୋଲି କେହି ଦୁର୍ବୃତ୍ତ ଟଙ୍କା ମାଗୁଥିବା ଅଭିଯୋଗ ହୋଇଛି। ଜିଲାପାଳଙ୍କ ନଜରକୁ ଏହା ଆସିବା ପରେ ଠକାମୀରୁ ଦୂରେଇ ରହିବା ପାଇଁ…
କଳିଙ୍ଗା ଘାଟିରେ ଭୂ-ସ୍ଖଳନ, ମରାମତି କାମ ବୁଲି ଦେଖିଲେ ଜିଲାପାଳ
ଜି.ଉଦୟଗିରି,୧୮ା୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥ କଳିଙ୍ଗା ଘାଟିରେ ୧୬ ତାରିଖ ମଙ୍ଗଳବାର ଅପରାହ୍ନ ସମୟରେ ଲଗାଣ ବର୍ଷାରେ ଭୂସ୍ଖଳନ ଯୋଗୁ ରାସ୍ତା ସମ୍ପୂର୍ଣ୍ଣ ଧୋଇ ହୋଇ ୪୦/୫୦ ଫୁଟର ବିରାଟ…
ରାଇସ୍ମିଲରେ ଘୋଟାଲା ଘଟଣା: ଜିଲାପାଳଙ୍କ ନିର୍ଦ୍ଦେଶରେ ଗଚ୍ଛିତ ଧାନ ଚାଉଳକୁ…
ପୁରୁଷୋତ୍ତମପୁର,୩୦ା୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଳକ ବାଲିଆ ଗ୍ରାମରେ ମା’ ତାରିଣୀ ରାଇସ୍ ମିଲରେ ହୋଇଥିବା ଘୋଟାଲା ଓ ଜିଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଜାଲ୍ ଡିଜିଟାଲ ଦସ୍ତଖତକୁ ନେଇ ଦୀର୍ଘ ଏକମାସରୁ ଊର୍ଦ୍ଧ୍ୱ ହେଲା ଖୋଳତାଡ଼ ଲାଗିରହିଥିବା ବେଳେ…
Archives


