ଦୁଇ ଓସିଏସ୍ଙ୍କୁ ସମ୍ମାନିତ କଲେ ଜିଲାପାଳ, କହିଲେ ସମସ୍ତ ପ୍ରକାରର ଲୋକଙ୍କୁ କିପରି… କେସିଙ୍ଗା,୧୫ା୬(ତୁମେଶ୍ୱର ସାହୁ): ଓଡ଼ିଶା ପ୍ରଶାସନିକ ସେବାର ଫଳାଫଳ ପ୍ରକାଶିତ ପରେ ଉତ୍ତୀର୍ଣ୍ଣ ହୋଇଥିବା କଳାହାଣ୍ଡି ଜିଲାର କେସିଙ୍ଗା ସହରର ଚତୁର୍ଥ ସ୍ଥାନରେ ଥିବା କନକ ଜୈନ ଏବଂ ୧୧୩ ତମ ସ୍ଥାନରେ ଉତ୍ତୀର୍ଣ୍ଣ ହୋଇଥିବା ସଙ୍ଗୀତା ସେଠୀଙ୍କୁ ରବିବାର କେସିଙ୍ଗା ସିଟିଜନ…