ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ
ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି, ହାତୀଖୋଜ, ସିର୍ଜାପାଲି, ତୁଣ୍ଡଲା, ତୁର୍ଲାଖମନ ପଞ୍ଚାୟତଗୁଡ଼ିକର ବିଭିନ୍ନ ଗାଁରେ ବନ୍ୟା ପରିସ୍ଥିତି ସୃଷ୍ଟି…
ଗୋ’ଶାଳା ପରିଚାଳନାରେ ଅବ୍ୟବସ୍ଥା ଅଭିଯୋଗ: ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…
ବଲାଙ୍ଗୀର,୧୮ା୭(ସୁନିଲ କୁମାର ମହାନ୍ତି): ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା ସଂଗଠନ ପକ୍ଷରୁ ଶନିବାର ବଲାଙ୍ଗୀର ସହରର ପୃଥ୍ବୀରାଜ ଗୋ’ଶାଳାର ଅବ୍ୟବସ୍ଥା ଏବଂ ପରିଚାଳନା କମିଟିର ମନମୁଖୀ କାର୍ଯ୍ୟ ବିରୋଧରେ ଜିଲାପାଳଙ୍କୁ ଦାବିପତ୍ର ଦିଆଯାଇଛି। ପରିଷଦ ସଭାପତି ସନ୍ତୋଷ ଭୋଳଙ୍କ ନେତୃତ୍ୱରେ ଜିଲାପାଳ…
ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ
ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ ବାସଭବନକୁ ଯାଇ ଜନଗଣନା ଫର୍ମ ପ୍ରଦାନ କରିଥିଲେ। ଜିଲାପାଳ ତାକୁ ଗ୍ରହଣ କରିବା…
ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି
ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ ନିଆଁ ଲଗାଇ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛନ୍ତି। ମାତ୍ର ଏଥିପ୍ରତି ତହସିଲ ପ୍ରଶାସନର ନିଘା…
୧୯ ଦଫା ଦାବି ନେଇ ଜିଲାପାଳଙ୍କଠାରେ ଫେରାଦ ହେଲେ ଗ୍ରାମବାସୀ
ଛତ୍ରପୁର,୧୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବଣିଆବସା ଗ୍ରାମବାସୀ ବିଭିନ୍ନ ଦାବି ନେଇ ଜିଲାପାଳଙ୍କ ନିକଟରେ ଦ୍ୱାରସ୍ଥ ହୋଇଛନ୍ତି। ଓଭର ହେଡ୍ ଟାଙ୍କି ମରାମତି ଓ ନୂତନ ପୋଖରୀ ଖନନର ବକେୟା ପ୍ରଦାନ ସହ ୧୯ ଦଫା ଦାବି ଏକ…
ରାଜନୈତିକ ଆକ୍ରୋଶ ରଖି ନିର୍ମାଣ କାର୍ଯ୍ୟରେ ବାଧା, ପ୍ରତିବାଦରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…
ଛତ୍ରପୁର,୩୦ା୪(ଦିଲ୍ଲୀପ ସାମଲ): ଛତ୍ରପୁର ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ପୌରପରିଷଦରେ ରାଜନୈତିକ ଆକ୍ରୋଶ ରଖି ନିର୍ମାଣ କାର୍ଯ୍ୟରେ ବାଧା ସୃଷ୍ଟି କରାଯାଉଥିବା ଅଭିଯୋଗ ନେଇ ଗଞ୍ଜାମ ଜିଲାପାଳଙ୍କୁ ଭେଟିଲେ ବହୁ ଜନପ୍ରତିନିଧି। ପୌର ପରିଷଦରେ ପ୍ରାୟ ୨ କୋଟିରୁ ଅଧିକ ଟଙ୍କା ଅଟକଳରେ…
ଜେଲ୍ ଭିତରେ କଏଦୀ ମୃତ୍ୟୁ ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି…
ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କାରାଗାର ଭିତରେ ଶନିବାର ସକାଳେ ଜଣେ କଏଦୀ ଆତ୍ମହତ୍ୟା କରିଥିଲେ। ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି ଅଭିଯୋଗ କରି ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ଧାରଣା ଦେଇଛନ୍ତି। ନ୍ୟାୟ…
ନିର୍ମାଣ କାର୍ଯ୍ୟର ତଦାରଖ କଲେ ଜିଲାପାଳ, ଆଗାମୀ ପରିକଳ୍ପନା ବିଷୟରେ ସମସ୍ତଙ୍କୁ ଅବଗତ କରାଇ…
ବଞ୍ଚୋ,୧୩ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦ୍ରୀୟ ବିଦ୍ୟାଳୟ ଆନନ୍ଦପୁରର ନୂତନ ବିଦ୍ୟାଳୟ ଭବନ ନିର୍ମାଣ କାର୍ଯ୍ୟର ଅଗ୍ରଗତି ଅବଲୋକନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ସାଇଟ ଭିଜିଟ କରାଯାଇଥିଲା। ଏହି ଅବସରରେ କେନ୍ଦୁଝର ଜିଲାପାଳ ଓ କେଭି ଆନନ୍ଦପୁରର ଅଧ୍ୟକ୍ଷ ବିଶାଳ…
ଗ୍ରାମବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କଲେ ଜିଲାପାଳ, ନଦୀ ଉପରେ ହେବ…
ନନ୍ଦପୁର,୧୩ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଗତ ତା-୨୭.୨.୨୬ରେ ନନ୍ଦପୁର ବ୍ଲକ ପରିଦର୍ଶନରେ ଆସି ବାସୁକୀ ନଦୀପାର ହୋଇ ରାଇସିଂ ପଞ୍ଚାୟତର ଦେବଷଣ୍ଢଗୁଡ଼ା ଗ୍ରାମବାସୀଙ୍କୁ ଗ୍ରାମ ସମ୍ମୁଖରେ ପ୍ରବାହିତ ବାସୁକୀ ନଦୀ ଉପରେ ଏକ ପୋଲ ନିର୍ମାଣ କରାଯିବ…
ଗଣତନ୍ତ୍ର ଦିବସରେ ଆମିଷ ବିକ୍ରି ବନ୍ଦ ନେଇ ନିର୍ଦ୍ଦେଶନାମା ଉଠାଇଲେ ଜିଲାପାଳ
କୋରାପୁଟ,୨୫ା୧(ଅମିତାଭ ବେହେରା): ଆସନ୍ତା ଜାନୁଆରୀ ୨୬ରେ ଅନୁଷ୍ଠିତ ହେବାକୁ ଥିବା ୭୭ତମ ଗଣତନ୍ତ୍ର ଦିବସରେ କୋରାପୁଟ ଜିଲାରେ ଆମିଷ ବିକ୍ରି ଉପରେ ଜିଲା ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା କଟକଣାକୁ ରବିବାର ବାତିଲ କରାଯାଇଛି। କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ…
ରେକର୍ଡପତ୍ରର ସ୍ବଚ୍ଛତାକୁ ନେଇ ଖୁସି ପ୍ରକଟ କଲେ ଜିଲାପାଳ
ପୁରୁଷୋତ୍ତମପୁର,୧୨ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତିଭାସନ ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟକୁ ବୁଧବାର ଆସି ବିଭିନ୍ନ ରେକର୍ଡପତ୍ର ଯାଞ୍ଚ କରିଛନ୍ତି। ତହସିଲଦାର ବିନୋଦ କୁମାର ବେହେରା ଓ ଅତିରିକ୍ତ ତହସିଲଦାର ସଙ୍ଗୀତା ସେଠୀଙ୍କ ସହ ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିବା ସହ…
ଜିଲାପାଳଙ୍କ ନାଁରେ ଫେକ୍ ଆଇଡି ଖୋଲି ଟଙ୍କା ମାଗୁଥିବା ଅଭିଯୋଗ
ବିନିକା: ସୁବର୍ଣ୍ଣପୁର ଜିଲାପାଳ ଡ. ନୃପରାଜ ସାହୁଙ୍କ ନାଁରେ ଫେକ୍ ଆଇଡି ଖୋଲାଯାଇଛି। ସୋସିଆଲ ମିଡିଆରେ ଫେକ୍ ଆଇଡି ଖୋଲି କେହି ଦୁର୍ବୃତ୍ତ ଟଙ୍କା ମାଗୁଥିବା ଅଭିଯୋଗ ହୋଇଛି। ଜିଲାପାଳଙ୍କ ନଜରକୁ ଏହା ଆସିବା ପରେ ଠକାମୀରୁ ଦୂରେଇ ରହିବା ପାଇଁ…
Archives


