୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ ସେ ସ୍ୱଇଚ୍ଛାରେ ଚାକିରି ଛାଡ଼ିଛନ୍ତି। ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ଲେଖି…