ଦୀପାବଳି ପାଇଁ ଆସିଲା ଗାଇଡ୍ଲାଇନ: ରାତି ୯ଟା ସୁଦ୍ଧା ବାଣଫୁଟା, ନିୟମ ଉଲଘଂନ କଲେ…
ଭୁବନେଶ୍ୱର,୩୧।୧୦: ଓଡ଼ିଶା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଶନିବାର ଦୀପାବଳିରେ ବାଣ ଫୁଟାଇବାକୁ ନେଇ ଏକ ମାର୍ଗଦର୍ଶିକା ଜାରି କରାଯାଇଛି। ଗାଇଡଲାଇନରେ ସବୁଜ ବାଣ ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଇଛି। ଦୀପାବଳିକୁ ଆନନ୍ଦ ଏବଂ ଉତ୍ସାହର ସହ ପାଳନ କରିବା ସହ…

