Tag Archives: DK Shivakumar

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ ଆସନ ମଧ୍ୟରୁ ପାଞ୍ଚଟିରେ ବିଜୟୀ ହୋଇଥିଲା, ଯେତେବେଳେ ବିରୋଧୀ ଭାଜପା ଦୁଇଟି ଆସନ…

କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶିବକୁମାର, ଆଣ୍ଠୁମାଡ଼ି ପ୍ରଣାମ କରି କହିଲେ….

ବେଙ୍ଗାଲୁରୁ,୩ା୬: ସିଦ୍ଧରାମେୟାଙ୍କ ଇସ୍ତଫା ପରେ, ବୁଧବାର ଦିନ ଲୋକଭବନରେ କର୍ନାଟକର ମୁଖ୍ୟମନ୍ତ୍ରୀ ଭାବରେ ଡିକେ ଶିବକୁମାର ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ଥାୱର ଚାନ୍ଦ ଗେହଲଟ୍ ଶିବକୁମାରଙ୍କୁ ଶପଥ ପାଠ କରାଇଛନ୍ତି । ଏହା ପୂର୍ବରୁ ଶିବକୁମାର ମଞ୍ଚ ଉପରେ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ ପୂର୍ବରୁ ଭାବୁକ ହେଲେ ଶିବକୁମାର, ମା’ଙ୍କ ପାଦ ଛୁଇଁ…

ବେଙ୍ଗାଲୁରୁ,୩ା୬: କର୍ନାଟକରେ ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀ ହୋଇଥିବା ଡି.କେ. ଶିବକୁମାରଙ୍କ ସହିତ ଆଜି ୧୩ ଜଣ ବିଧାୟକ ମନ୍ତ୍ରୀ ଭାବରେ ଶପଥ ନେବେ । ଦଳୀୟ ସୂତ୍ର ଅନୁସାରେ,…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚିତ ହେବା ପରେ…

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ ବୈଠକରେ କହିଛନ୍ତି ଯେ, ରାହୁଲ ଗାନ୍ଧୀ ଯାହା କହିବେ ତାହା କରିବେ। ସେ…

୧,୪୦୦ କୋଟିରୁ ଅଧିକ ସମ୍ପତ୍ତିର ମାଲିକ ଡି.କେ. ଶିବକୁମାର, ଜାଣନ୍ତୁ ନୂଆ ମୁଖ୍ୟମନ୍ତ୍ରୀଙ୍କ ନେଟଓ଼୍ବର୍ଥ

ବେଙ୍ଗାଲୁରୁ,୨୮।୫: କର୍ନାଟକ କଂଗ୍ରେସର ପ୍ରମୁଖ ନେତା ତଥା ଉପମୁଖ୍ୟମନ୍ତ୍ରୀ ଡି. କେ. ଶିବକୁମାର (D.K. Shivakumar) ନିଜର ନିର୍ୱାଚନୀ ସପଥପତ୍ର (Affidavit) ଦାଖଲ କରିଛନ୍ତି । ଏହି ଶପଥପତ୍ର ଅନୁଯାୟୀ, ସେ ଦେଶର ଅନ୍ୟତମ ସବୁଠାରୁ ଧନୀ ବିଧାୟକ ଭାବେ ଉଭା…

ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ହଟଚମଟ: ଭାଜପା ଉପରେ ବଡ ଅଭିଯୋଗ ଲଗାଇଲେ ଡି.କେ. ଶିବକୁମାର

ବେଙ୍ଗାଲୁରୁ,୧୫।୩: ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା କଂଗ୍ରେସ ଶିବିରରେ କମ୍ପନ। ବିଧାୟକଙ୍କୁ କିଣିବା ପାଇଁ ବଡ଼ ଧରଣର ପ୍ରୟାସ ହେଉଥିବା ଅଭିଯୋଗ ଆଣିଛନ୍ତି କର୍ଣ୍ଣାଟକ ଉପ-ମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର। ସେପଟେ ମାର୍ଚ୍ଚ ୧୬ରେ ହେବାକୁ ଥିବା ନିର୍ବାଚନ ପାଇଁ ରବିବାର ରାତିରେ…

ତେଲଙ୍ଗାନା ବିଧାନସଭା ନିର୍ବାଚନ ଫଳାଫଳ ୨୦୨୩: ବିଧାୟକଙ୍କୁ ସୁରକ୍ଷା ଦେବାକୁ ହାଇଦ୍ରାବାଦରେ ପହଞ୍ଚିଲେ ଡି.କେ ଶିବକୁମାର

ନୂଆଦିଲ୍ଲୀ,୩।୧୨: ତେଲଙ୍ଗାନାରେ ମ୍ୟାଜିକ ନମ୍ବର ଅତିକ୍ରମ କରିବା ପରେ କଂଗ୍ରେସ ନେତା ତଥା କର୍ଣ୍ଣାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର ୧୦ଜଣ ମନ୍ତ୍ରୀଙ୍କ ସହ ତେଲେଙ୍ଗାନାର ହାଇଦ୍ରାବାଦରେ ପହଞ୍ଚିଛନ୍ତି। ଦଳର ନେତାଙ୍କୁ ଏକାଠି ରଖିବା ପାଇଁ କଂଗ୍ରେସ ହାଇକମାଣ୍ଡ ତାଙ୍କୁ ଦାୟିତ୍ୱ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?