TVK ଏଣ୍ଟ୍ରି, DMK-AAP ଆଉଟ, ଇଣ୍ଡିଆ ମେଣ୍ଟ ବୈଠକରେ ଯୋଗଦେବେ ରାହୁଲ, ମମତା, ଅଖିଳେଶ ନୂଆଦିଲ୍ଲୀ,୮।୬: ପଶ୍ଚିମବଙ୍ଗରେ ଟିଏମସି ଏବଂ ତାମିଲନାଡୁରେ ଡିଏମକେର ପରାଜୟ ପରେ ପରିବର୍ତ୍ତନଶୀଳ ରାଜନୈତିକ ସମୀକରଣ ମଧ୍ୟରେ ସୋମବାର ଇଣ୍ଡିଆ ମେଣ୍ଟର ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଭାଜପାକୁ ମୁକାବିଲା କରିବା ପାଇଁ ରଣନୀତି ପ୍ରସ୍ତୁତ କରିବା ପାଇଁ ଦିଲ୍ଲୀର କନଷ୍ଟିଚ୍ୟୁସନ…