Tag Archives: DMK

ଇଣ୍ଡିଆ ବ୍ଲକ୍‌ରେ ଯୋଗଦେବନି ଡିଏମ୍‌କେ

ଚେନ୍ନାଇ,୧୩ା୭:ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍‌ରେ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ଟିଭିକେ ଯୋଗଦେବା ନିମନ୍ତେ ପୂର୍ବତନ ସହଯୋଗୀ ଭିସିକେ ଦେଇଥିବା ପ୍ରସ୍ତାବକୁ ଷ୍ଟାଲିନ୍‌ ପ୍ରତ୍ୟାଖ୍ୟାନ…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ କରିବା ପରେ ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ମୁଖ୍ୟମନ୍ତ୍ରୀ ବିଜୟ ପୀଡିତ ପରିବାରଙ୍କୁ କ୍ଷତିପୂରଣ…

୫୨ ବର୍ଷରେ ପଦାର୍ପଣ କଲେ ବିଜୟ, ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ରାହୁଲ

ଚେନ୍ନାଇ,୨୨।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଟିଭିକେ ମୁଖ୍ୟ ଥାଲାପତି ବିଜୟ ତାଙ୍କର ୫୨ତମ ଜନ୍ମଦିନ ପାଳନ କରୁଛନ୍ତି। ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ସ୍ବତନ୍ତ୍ର ଢଙ୍ଗରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।…

‘ରାହୁଲ ଗାନ୍ଧୀ ନିଜେ ଏକ ବଡ଼ ପରିହାସ’: କଂଗ୍ରେସକୁ ଟାର୍ଗେଟ କଲା DMK,ଦଳ ଉପରେ ଲଗାଇଲା ବଡ଼ ଅଭିଯୋଗ

ନୂଆଦିଲ୍ଲୀ,୧୬।୬: ଦେଶବ୍ୟାପୀ ଚାଲିଥିବା ରାଜନୈତିକ ଉଷ୍ମତା ମଧ୍ୟରେ, ବିରୋଧୀ ମେଣ୍ଟ (ଇଣ୍ଡିଆ ବ୍ଲକ) ଭିତରେ ଫାଟ ଏବେ ଖୋଲାଖୋଲି ଭାବରେ ଦେଖାଦେଇଛି। ତାମିଲନାଡୁରେ କ୍ଷମତା ହାସଲ କରୁଥିବା ଦ୍ରାବିଡ଼ ମୁନ୍ନେତ୍ର କାଝଗମ (ଡିଏମକେ) ଏହାର ପୂର୍ବତନ ସହଯୋଗୀ ଏବଂ ଲୋକ ସଭାରେ…

କଂଗ୍ରେସକୁ ବଡ଼ ଉପହାର ଦେଲେ ବିଜୟ, ହେଲେ DMK…

ନୂଆଦିଲ୍ଲୀ,୮।୬: TVK ତାମିଲନାଡୁରେ ଏହାର ପ୍ରଥମ ରାଜ୍ୟ ସଭା ଆସନ କଂଗ୍ରେସକୁ ଦେବାକୁ ନିଷ୍ପତ୍ତି ନେଇଛି। ଥାଲାପତି ବିଜୟଙ୍କ କଂଗ୍ରେସକୁ ଆସନ ଦେବାର ନିଷ୍ପତ୍ତି ପରେ, DMK ଆନୁଷ୍ଠାନିକ ଭାବରେ ଇଣ୍ଡିଆ ମେଣ୍ଟରୁ ଓହରି ଯିବାର ଘୋଷଣା କରିଛି। ଡିଏମକେ ନେତାମାନେ…

ଲୋକ ସଭାରେ କଂଗ୍ରେସଠାରୁ ଅଲଗା ବସିବ ଡିଏମ୍‌କେ, ମିଳିଲା ସଂସଦୀୟ ସଚିବାଳୟର ମଞ୍ଜୁରୀ

ନୂଆଦିଲ୍ଲୀ,୫।୬(ପି.ଟି.):ଦୀର୍ଘ ଦିନର ସହଯୋଗୀ କଂଗ୍ରେସ ସହ ସମ୍ପର୍କ ଛିନ୍ନ ହେବା ପରେ ଲୋକ ସଭାରେ କଂଗ୍ରେସ ଏମ୍‌ପିମାନଙ୍କଠାରୁ ଅଲଗା ଆସନରେ ବସିବା ପାଇଁ ଡିଏମ୍‌କେକୁ ସଂସଦୀୟ ସଚିବାଳୟ ପକ୍ଷରୁ ଅନୁମତି ମିଳିଛି । ତାମିଲନାଡୁରେ ଟିଭିକେ ସରକାରରେ କଂଗ୍ରେସ ସାମିଲ ହେବା…

ଫ୍ଲୋର ଟେଷ୍ଟ ପୂର୍ବରୁ AIADMK ଦୁଇଟି ଗୋଷ୍ଠୀରେ ବିଭକ୍ତ, ଗୋଟିଏ ବିଜୟଙ୍କ TVK କୁ କରିବ ସମର୍ଥନ

ଚେନ୍ନାଇ,୧୨।୫: ତାମିଲନାଡୁ ରାଜନୀତିରେ ଏକ ବଡ଼ ଧରଣର ଓଲଟପାଲଟ ଦେଖିବାକୁ ମିଳିଛି। AIADMK ଭିତରେ ଚାଲିଥିବା ଆଭ୍ୟନ୍ତରୀଣ କନ୍ଦଳ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇଛି। ସୂତ୍ର ଅନୁସାରେ, ଦଳ ଦୁଇଟି ଗୋଷ୍ଠୀରେ ବିଭକ୍ତ ହେଉଥିବା ପରି ମନେ ହେଉଛି। AIADMK…

ସହି ପାରୁନାହାଁନ୍ତି ମୋଦି! ତାମିଲନାଡୁରେ ବିଜୟଙ୍କ TVKକୁ ସମର୍ଥନ କରିବା ନେଇ ଗର୍ଜିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୫: ମେ’୧୦ରେ ଚେନ୍ନାଇର ନେହେରୁ ଷ୍ଟାଡିୟମରେ, ଟିଭିକେ ମୁଖ୍ୟ ସି. ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ୧୯୬୭ ପରଠାରୁ ସେ ଡିଏମକେ ଏବଂ ଏଆଇଏଡିଏମକେ ମେଣ୍ଟ ବାହାରେ ତାମିଲନାଡୁ ସରକାରର ନେତୃତ୍ୱ ନେଉଥିବା ପ୍ରଥମ ନେତା…

ଥାଲପତି ବିଜୟଙ୍କୁ DMK ଦେବ ବାହ୍ୟ ସମର୍ଥନ? ଷ୍ଟାଲିନଙ୍କ ‘ଚାଣକ୍ୟ’ ଚାଲ, କଂଗ୍ରେସ-ଭାଜପା ବେଦମ!

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତି ବର୍ତ୍ତମାନ ଏକ ଆକର୍ଷଣୀୟ ମୋଡ଼ରେ ଠିଆ ହୋଇଛି। ବିଧାନସଭା ନିର୍ବାଚନ ପରେ ଯେଉଁଥିରେ କୌଣସି ଗୋଟିଏ ଦଳ ସ୍ପଷ୍ଟ ବହୁମତ ହାସଲ କରିପାରି ନଥିଲା ସରକାର ଗଠନ ନେଇ ସନ୍ଦେହ ଜାରି ରହିଛି। ଏହି ଅନିଶ୍ଚିତତା ମଧ୍ୟରେ,…

ତାମିଲନାଡୁରେ ବଡ଼ ଟୁଇଷ୍ଟ, DMK-AIADMK ଗୋଟିଏ ମୁହୂର୍ତ୍ତରେ ଗଠନ କରିପାରନ୍ତି ସରକାର! କିଏ କିଙ୍ଗମେକର? ଜାଣନ୍ତୁ…

ଚେନ୍ନାଇ,୮।୫: ତାମିଲନାଡୁରେ କ୍ଷମତା ପାଇଁ ଲଢ଼େଇ ଜୋରଦାର ଚାଲିଛି। ରାଜ୍ୟରେ କିଏ ସରକାର ଗଠନ କରିବ ତାହା ଆକଳନ କରିବା କଷ୍ଟକର। ସାମ୍ପ୍ରତିକ ନିର୍ବାଚନରେ, ଥାଲାପତି ବିଜୟଙ୍କ TVK ଏକକ ବୃହତ ଦଳ ଭାବରେ ଉଭା ହୋଇଛି। ଏହା ସତ୍ତ୍ୱେ, ସଂଖ୍ୟା…

Exit Poll 2026: ଆସାମରେ ଭାଜପା, ତାମିଲନାଡୁରେ ଡିଏମ୍‌କେ, କେରଳରେ ୟୁଡିଏଫ୍‌ ଆଉ ପଶ୍ଚିମବଙ୍ଗରେ…

ନୂଆଦିଲ୍ଲୀ,୨୯ା୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ ହେବା ପରେ ବୁଧବାର ସନ୍ଧ୍ୟାରେ ବିଭିନ୍ନ ଏକ୍‌ଜିଟ୍‌ ପୋଲ୍‌ (ବୁଥ୍‌ଫେରନ୍ତା ଜନମତ ସର୍ଭେ) ପ୍ରକାଶ ପାଇଛି। ଆସାମରେ ଭାଜପା ବିଜୟୀ ହେବ ବୋଲି ଅନେକ ଏକ୍‌ଜିଟ୍‌ ପୋଲ୍‌ରେ ପୂର୍ବାନୁମାନ କରାଯାଇଥିବାବେଳେ…

DMK ଉପରେ ବର୍ଷିଲେ ବିଜୟ, ଉଠାଇଲେ ଅନେକ ପ୍ରଶ୍ନ

ଅମରାବତୀ,୧୮।୧୨: ଅଭିନେତାରୁ ରାଜନେତା ହୋଇଥିବା ବିଜୟ ଗୁରୁବାର ତାମିଲନାଡୁର ଇରୋଡ ଜିଲାରେ ଏକ ରାଲିକୁ ସମ୍ବୋଧିତ କରିଥିଲେ। ସେପ୍ଟେମ୍ବର ୨୭ରେ କରୁରରେ ତାଙ୍କ ରାଲିରେ ଦଳାଚକଟା ହେବା ପରେ ଏହା ତାଙ୍କର ପ୍ରଥମ ସାଧାରଣ ସଭା ଥିଲା। ରାଲି ସମୟରେ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri