ପାରିବାରିକ ସମ୍ପତ୍ତି ବିଭାଜନ ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଡିଏନଏ ପରୀକ୍ଷା ପାଇଁ ବାଧ୍ୟ କରାଯାଇପାରିବନି କଟକ,୫।୯: ଓଡ଼ିଶା ହାଇକୋର୍ଟ ନିକଟରେ ରାୟ ଦେଇଛନ୍ତି ଯେ ପାରିବାରିକ ସମ୍ପତ୍ତି ବିଭାଜନ ମାମଲାରେ ଜଣେ ପକ୍ଷକୁ ତାଙ୍କର ପିତୃତ୍ୱ ନିର୍ଣ୍ଣୟ ପାଇଁ ଡିଏନଏ ପରୀକ୍ଷା କରିବାକୁ ବାଧ୍ୟ କରିବା ଅନୁଚିତ ଏବଂ ଏହା ସମ୍ବିଧାନର ଅନୁଚ୍ଛେଦ ୨୧ ଅଧୀନରେ ପ୍ରଦତ୍ତ…