ଲାଇଭ୍ ଇଭେଣ୍ଟରେ ଖସିପଡ଼ିଲା ମୃଣାଳଙ୍କ କାନ ଝୁମୁକା: ଆଉ ତା’ପରେ…ଦେଖନ୍ତୁ Video ଅଭିନେତ୍ରୀ ମୃଣାଲ ଠାକୁର ରୂପରେ ଯେମିତି, ଅଭିନୟରେ ବି ସେମିତି ନିପୂଣ। ଖୁବ୍ କମ୍ ଦିନରେ ସେ ଦର୍ଶକଙ୍କ ହୃଦୟରେ ରାଜ୍ କରିଛନ୍ତି। ସେ ଏବେ ବଲିଉଡ୍ର ମୋଷ୍ଟ ଟ୍ୟାଲେଣ୍ଟେଡ୍ ଗର୍ଲ ଭାବେ ପରିଚିତ। ନିକଟରେ ଅଭିନେତ୍ରୀଙ୍କୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ…