ହସ୍ପିଟାଲରେ ୬ ରୋଗୀ ମୃତ୍ୟୁ ଘଟଣା: କଲେଜ ଅଧୀକ୍ଷକଙ୍କୁ ଭେଟିଲା ବିଜେଡି ଟିମ୍
କୋରାପୁଟ,୭ା୬(ଅମିତାଭ ବେହେରା): ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଆଇସିୟୁ ବେଡ୍ରେ ମଙ୍ଗଳବାର ୬ ରୋଗୀଙ୍କର ମୃତ୍ୟୁ ଘଟିଥିଲା। ଏନେଇ ଶନିବାର ଜିଲା ବିଜେଡି ଟିମ୍ ଜିଲା ସଭପତି ଝିନ ହିକ୍କାଙ୍କ ନେତୃତ୍ୱରେ ଜିଲା ପରିଷଦ ଅଧ୍ୟକ୍ଷା ସସ୍ମିତା…
୬୦ ବର୍ଷ ବୟସରେ ହଠାତ୍ ଦେଖାହେଲେ ପ୍ରଥମ ପ୍ରେମିକା, ସ୍ତ୍ରୀ ପିଲାଙ୍କୁ ଛାଡ଼ି ଚାଲିଆସିଲେ ଓକିଲ, ମାତ୍ର ୨୪ ଘଣ୍ଟା ପରେ…
କୁହାଯାଏ ଯେ, ପ୍ରଥମ ପ୍ରେମ କେବେ ଭୁଲିହୁଏ ନାହିଁ। ଯେତେ ସମୟ ବିତିଗଲେ ମଧ୍ୟ ପ୍ରଥମ ପ୍ରେମ ସବୁବେଳେ ମନେ ରହେ। ବିହାରର ପୂର୍ଣ୍ଣିଆରେ ସମାନ ଘଟଣା ଦେଖିବାକୁ ମିଳିଛି। ଏଠାରେ ପ୍ରେମ କାହାଣୀରେ କିଛି ଅଲଗା ଘଟିଛି, ଯାହା ପ୍ରକୃତରେ…
୬୦୬ରୁ ଅଛନ୍ତି ମାତ୍ର ୧୯୯ ଡାକ୍ତର
ଭବାନୀପାଟଣା,୧୧ା୪ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ବିଭାଗରେ ଏବେ ଅନେକ ପଦବୀ ଖାଲି ପଡିଛି। ଫଳରେ ଜିଲାବାସୀ ଠିକ୍ ସମୟରେ ଆବଶ୍ୟକ ସ୍ବାସ୍ଥ୍ୟସେବା ପାଉ ନ ଥିବା ଅଭିଯୋଗ ହେଉଛି। ମିଳିଥିବା ସୂଚନା ଅନୁଯାୟୀ, ଜିଲାରେ ୬୦୬ ଡାକ୍ତର…
ସୁସ୍ଥ ପ୍ରାରମ୍ଭ: ଆଶାପୂର୍ଣ୍ଣ ଭବିଷ୍ୟତ
କୁହାଯାଏ ‘ସ୍ବାସ୍ଥ୍ୟ ହିଁ ସମ୍ପଦ’। ମାତ୍ର ବାସ୍ତବରେ ସ୍ବାସ୍ଥ୍ୟ ମନୁଷ୍ୟ ପାଇଁ କେବଳ ସମ୍ପଦ ନୁହେଁ, ସ୍ବାସ୍ଥ୍ୟ ହେଉଛି ମଣିଷ ପାଇଁ ସବୁକିଛି। କାରଣ ସ୍ବାସ୍ଥ୍ୟ ଠିକ୍ ନ ରହିଲେ କିମ୍ବା ଜଣେ ରୋଗଗ୍ରସ୍ତ ହେଲେ ମଣିଷ ବଞ୍ଚତ୍ରହିବା ଓ ଜୀବନଧାରଣ…
୪ଜଣଙ୍କୁ ବିବାହ କରିଛନ୍ତି ରସିକିଆ ଡାକ୍ତର
ଭୁବନେଶ୍ୱର,୧୦ା୨(ସୂର୍ଯ୍ୟକାନ୍ତ ବେହେରା): ମିଛ କହି ବିବାହ କରିବା ଓ ନାନା ବାହାନାରେ ଠକେଇ ଘଟଣା ବଢ଼ି ଚାଲିଛି। ପୂର୍ବରୁ ଏମିତି ବହୁ ଅଭିଯୋଗ ଆସିବା ପରେ ପୋଲିସ ପଦକ୍ଷେପ ଗ୍ରହଣ କରିଛି। ଏବେ ପୁଣି ଜଣେ ରସିକିଆ ଡାକ୍ତରଙ୍କ ପ୍ରେମ ପେଡି…
ନିଜେ ରୋଗୀ ହୋଇ ଡାକ୍ତର କରୁଛନ୍ତି ରୋଗୀ ସେବା, Video Viral
ଗଜପତି,୧ା୨(ଗିରିଧାରୀ ପରିଚ୍ଛା): ଡ୍ୟୁଟିରେ ଥିବା ଡାକ୍ତର ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିବା ଓ ନିଜ ଦେହରେ ସାଲାଇନ୍ ଲାଗିଥିବା ସମୟରେ ରୋଗୀ ଚିକିତ୍ସା ପାଇଁ ଆସିଥିବା ବେଳେ ନିଜ କର୍ତ୍ତବ୍ୟକୁ ଅବହେଳା ନକରି ରୋଗୀ ସେବା କରୁଥିବା ଦେଖି ତାଙ୍କର ନିଷ୍ଠା…
୩ ଡାକ୍ତର ନିଲମ୍ବିତ, ସନ୍ଦୀପ ଘୋଷଙ୍କୁ କାରଣ ଦର୍ଶାଅ ନୋଟିସ୍
କୋଲକାତା,୭ା୯: ଆର୍.ଜି କର ମେଡିକାଲ ମାମଲାରେ ପଶ୍ଚିମବଙ୍ଗ ମେଡିକାଲ କାଉନସିଲ (ଡବ୍ଲ୍ୟୁବିଏମ୍ସି) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଶନିବାର ଡବ୍ଲ୍ୟୁବିଏମ୍ସି ତିନି ଜଣ ଡାକ୍ତରଙ୍କୁ ନିଲମ୍ବନ କରିଛି। ନିଲମ୍ବିତ ହୋଇଥିବା ଡାକ୍ତରଙ୍କ ମଧ୍ୟରେ ଅଭିକ ଦେ, ବିରୂପାକ୍ଷ ବିଶ୍ୱାସ ଏବଂ…
ମମତା ବନାର୍ଜୀଙ୍କୁ ଦେଖି କିମ୍ ଜୋଙ୍ଗ୍ ବି ଆଶ୍ଚର୍ଯ୍ୟ ହୋଇଯିବେ, ଏମିତି କାହିଁକି କହିଲା ଭାଜପା ?
ନୂଆଦିଲ୍ଲୀ, ୧୭।୦୮: କୋଲକାତାର ଆର୍ଜି ମେଡିକାଲ୍ କଲେଜ୍ରେ ହୋଇଥିବା ଲୋମହର୍ଷଣକାରୀ ଘଟଣା ପରେ ସାରାଦେଶରେ ଡାକ୍ତରମାନେ ଷ୍ଟ୍ରାଇକ୍ କରିଛନ୍ତି। ମହିଳା ଡାକ୍ତରଙ୍କୁ ଅତି ଅମାନୁଷିକ ଭାବେ ବଳାତ୍କାର ଏବଂ ହତ୍ୟାକୁ ନେଇ ଭାରତୀୟ ଜନତା ପାର୍ଟି ସତ୍ତାରୂଢ଼ ତୃଣମୂଳ କଂଗ୍ରେସକୁ ଟାର୍ଗେଟ୍…
ନ୍ୟାୟ, ସୁରକ୍ଷା ଦାବିରେ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର
ଛତ୍ରପୁର,୧୭ା୮(ସନ୍ତୋଷ ପାଢ଼ୀ): ବହୁ ଚର୍ଚ୍ଚିତ ପଶ୍ଚିମବଙ୍ଗ ରାଜ୍ୟର କୋଲକାତା ଆର୍.ଜି କର ମେଡିକାଲ କଲେଜ ଓ ମେଡିକାଲରେ ଟ୍ରେନିଂ ଡାକ୍ତରୀ ମହିଳାଙ୍କୁ କାର୍ଯ୍ୟରତ ଅବସ୍ଥାରେ ବଳାତ୍କାର ପରେ ହତ୍ୟା ଘଟଣାକୁ ସାରା ଦେଶରେ ଡାକ୍ତରମାନେ ପ୍ରତିବାଦ କରି ଆସୁଛନ୍ତି । ଏନେଇ…
ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା, ମମତା ବାନାର୍ଜୀ କହିଲେ ଫାଶୀକୁ ପଛେ ମାଫ୍ କରାଯିବ ମାତ୍ର…
କୋଲକାତା,୧୦ା୮: କୋଲକାତାର ସରକାରୀ ଆରଜି କର ମେଡିକାଲ କଲେଜ ଡାକ୍ତରଖାନାରୁ ଜଣେ ମହିଳା ପ୍ରଶିକ୍ଷକ ଡାକ୍ତରଙ୍କ ମୃତଦେହ ମିଳିଥିଲା। ତେବେ ତାଙ୍କ ଶରୀରରେ ଥିବା କ୍ଷତିଚିହ୍ନ ଦେଖିଲେ ତାଙ୍କୁ ହତ୍ୟା ପୂର୍ବରୁ ବଳାତ୍କାର କରାଯାଇଥିବା ସ୍ପଷ୍ଟ ହୋଇଛି। ଏନେଇ ପୋଲିସ ଏକ…
୬ ବର୍ଷର ଶିଶୁ ଦେହରେ କରାଗଲା ୨୨ କୋଟିର ଥେରାପି
ନୂଆଦିଲ୍ଲୀ,୦୯।୭: ସାଧାରଣତଃ ରୋଗ ହେଲେ କେତେ ଯେ ଟଙ୍କା ଖର୍ଚ୍ଚ ହୋଇଯାଏ ତାହା ଆଗୁଆ କହିବା ଅସମ୍ଭବ । ନିକଟରେ ଜଣେ ଶିଶୁର ଏକ ବିରଳ ଚିକିତ୍ସା କରାଯାଇଛି । ଏଥିରେ ପାଖାପାଖି ୨୨ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି ।…
ସୁପ୍ରିମ୍କୋର୍ଟଙ୍କ ବଡ଼ ନିଷ୍ପତ୍ତି, ଏହି ତାରିଖରେ ପୁନର୍ବାର ପରୀକ୍ଷା !
ନୂଆଦିଲ୍ଲୀ, ୧୩।୬: ନିଟ୍ ୟୁଜି ରେଜଲ୍ଟ ମାମଲାକୁ ନେଇ ସୁପ୍ରିମ୍କୋର୍ଟରେ ଦାଏର ହୋଇଥିବା ୩ ଯାଚିକାର ଶୁଣାଣି ହୋଇଛି । ସୁପ୍ରିମ୍କୋର୍ଟ ଏନେଇ କହିଛନ୍ତି ଯେ, ୨୩ ଜୁନ୍ରେ ପୁନର୍ବାର ପରୀକ୍ଷା କରାଯିବ ଏବଂ ୩୦ ଜୁନ୍କୁ ଏହାର ଫଳ ପ୍ରକାଶ…
Archives


