ରାଜ୍ୟରେ ନିଯୁକ୍ତ ହେବେ ୧୮୪୦ ଡାକ୍ତର, ୫ ହଜାରରୁ ଊର୍ଦ୍ଧ୍ବ ପାରାମେଡିକାଲ୍ ଷ୍ଟାଫ୍ ଭୁବନେଶ୍ୱର,୧୮।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରାମେଡିକାଲ ଷ୍ଟାଫଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀ...