ଭୁବନେଶ୍ୱର,୮ା୧: ଆନ୍ଦୋଳନରୁ ଓହରିଛି ଡାକ୍ତର ସଂଘ। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିଛନ୍ତି ଡାକ୍ତର। ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାରଠାରୁ ସ୍ବାସ୍ଥ୍ୟସେବା ସ୍ବାଭାବିକ ହେବ।…