ଅଟୋ ଛାତରେ ବସି କୁକୁରର ସହର ପରିକ୍ରମା, ଭିଡିଓ ଭାଇରାଲ୍ ପୁଣେ,୬।୨: ମହାରାଷ୍ଟ୍ରର ପୁଣେ ସହରରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ସହରର ବ୍ୟସ୍ତବହୁଳ ‘ଡାଙ୍ଗେ ଛକ’ ଅଞ୍ଚଳରେ ଏକ ଚଳନ୍ତା ଅଟୋ-ରିକ୍ସା ଛାତ ଉପରେ ଏକ ବୁଲା କୁକୁର ବସିଥିବାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…