dog on auto-rickshaw

ଅଟୋ ଛାତରେ ବସି କୁକୁରର ସହର ପରିକ୍ରମା, ଭିଡିଓ ଭାଇରାଲ୍

ପୁଣେ,୬।୨: ମହାରାଷ୍ଟ୍ରର ପୁଣେ ସହରରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ସହରର ବ୍ୟସ୍ତବହୁଳ 'ଡାଙ୍ଗେ ଛକ' ଅଞ୍ଚଳରେ ଏକ ଚଳନ୍ତା ଅଟୋ-ରିକ୍ସା ଛାତ ଉପରେ ଏକ…

8 hours ago