ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ପାଗଳ କୁକୁରଟି ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ...