ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ… ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ବିଶିକେଶନ ଗୌଡ଼ଙ୍କ ଏକମାତ୍ର ପୁଅ ଆରୁଷ କୁମାର ଗୌଡ଼(୬) ମାମୁଘର ଗାଁ…