ଇତିହାସ ରଚିଲେ ଭାରତର ଗୋଲଡେନ ବୟ: ହାସଲ କଲେ ବଡ଼ କାରନାମା ଦୋହା, ୧୭ା୫:ଭାରତର ତାରକା ଆଥଲେଟ୍ ନୀରଜ ଚୋପ୍ରା ଏଠାରେ ଅନୁଷ୍ଠିତ ଡାଇମଣ୍ଡ ଲିଗ୍ ମିଟିଂରେ ପ୍ରଥମ ଥର ୯୦ମିଟରରୁ ଊର୍ଦ୍ଧ୍ୱ ଜାଭେଲିନ୍ ଥ୍ରୋ କରି ଇତିହାସ ରଚିଛନ୍ତି। ଏହି ସଫଳତା ହାସଲ କରିବାରେ ସେ ଭାରତର ପ୍ରଥମ, ଏସିଆର ୩ୟ...