ଦୋହା, ୧୭ା୫:ଭାରତର ତାରକା ଆଥଲେଟ୍ ନୀରଜ ଚୋପ୍ରା ଏଠାରେ ଅନୁଷ୍ଠିତ ଡାଇମଣ୍ଡ ଲିଗ୍ ମିଟିଂରେ ପ୍ରଥମ ଥର ୯୦ମିଟରରୁ ଊର୍ଦ୍ଧ୍ୱ ଜାଭେଲିନ୍ ଥ୍ରୋ କରି ଇତିହାସ ରଚିଛନ୍ତି।…