ଚୋରାରେ ଚାଲିଛି ଗ୍ୟାସ୍ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ ଘରୋଇ ଗ୍ୟାସର ଅଭାବ ଦେଖାଯିବା ସହ ଗ୍ୟାସର କଳାବଜାର ହେବାର ଅଞ୍ଚଳବାସୀ ଅଭିଯୋଗ…