ସ୍ତ୍ରୀଙ୍କୁ ମାଡ଼ ମାରୁଥିଲେ ପ୍ରସିଦ୍ଧ କ୍ରିକେଟର୍: ଥାନାରେ ପହଞ୍ଚିଲା ମାମଲା ନୂଆଦିଲ୍ଲୀ,୨୨।୪: ପୂର୍ବତନ ଭାରତୀୟ କ୍ରିକେଟର ଅମିତ ମିଶ୍ରଙ୍କ ନାଁରେ ତାଙ୍କ ପତ୍ନୀ ଗରିମା ମିଶ୍ର ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଅମିତ ତାଙ୍କୁ ଯୌତୁକ ପାଇଁ ହଇରାଣ କରିଛନ୍ତି। ତାଙ୍କୁ ୧୦ ଲକ୍ଷ ଟଙ୍କା ଏବଂ ଏକ କାର ଦେବାକୁ...