ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍ ଆଣିଲା ଜବରଦସ୍ତ ଅଫର୍ ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍ ଗ୍ରାହକଙ୍କ ପାଇଁ ବଡ଼ ଅଫର୍ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା ଆରମ୍ଭ କରିଛି। ଏହା ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। କମ୍ପାନୀ ଘୋଷଣା…