ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା ହର୍ମୁଜ୍ ପ୍ରଣାଳୀରେ ଜାହାଜର ପ୍ରବେଶ ଏବଂ ପ୍ରସ୍ଥାନକୁ ଅବରୋଧ କରିବ ଏବଂ ଏଥିପାଇଁ…