ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ… ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବା ପରି ମନେ ହେଉଛି। ଆଜି ଅର୍ଥାତ୍ ଏପ୍ରିଲ ୧୩ଠାରୁ ହର୍ମୁଜ ପ୍ରଣାଳୀ…