Tag Archives: donald trump

କହୁକହୁ କହିଦେଲେ ଟ୍ରମ୍ପ, ‘ମୁଁ ନର୍କକୁ ଯିବାକୁ ଚାହେଁନି, ସ୍ୱର୍ଗକୁ ଯିବି’

ଓ୍ବାଶିଂଟନ,୯।୧୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାକ୍ଷାତକାର ଏବେ ଚର୍ଚ୍ଚାରେ ରହିଛି । ସାମ୍ବାଦିକ ରସ୍‌ ଡାଉଥାଟ୍‌ଙ୍କ ସହ ଆଲୋଚନା ବେଳେ ଜୀବନ ଓ ମୃତ୍ୟୁକୁ ନେଇ ଟ୍ରମ୍ପ ନିଜର ମତ ରଖିଛନ୍ତି । ସେ କହିଛନ୍ତି, ସେ ଜଣେ…

ନିତ୍ୟା ରମଣ ହେଲେ ଲସ୍‌ ଆଞ୍ଜେଲସ୍‌ର ମେୟର, ଟ୍ରମ୍ପ କହିଲେ ଲଜ୍ଜାଜନକ….

ୱାଶିଂଟନ୍‌,୬।୧୧: ଆମେରିକାରେ ମଧ୍ୟବର୍ତ୍ତିକାଳୀନ ନିର୍ବାଚନରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରିପବ୍ଲିକାନ୍‌ ପାର୍ଟିକୁ ବଡ଼ ଝଟକା ଲାଗିଛି । ଲସ୍‌ ଆଞ୍ଜେଲସ୍‌ ଓ ୱାଶିଂଟନ୍‌ ଡିସିର ମେୟର ନିର୍ବାଚନରେ ମଧ୍ୟ ଦଳକୁ ପରାଜୟର ସାମ୍ନା କରିବାକୁ ପଡ଼ିଛି । ଲସ୍‌ ଆଞ୍ଜେଲସ୍‌ରେ ଭାରତରେ…

ନିର୍ବାଚନୀ ପ୍ରଭାବ, ମସ୍କଙ୍କ କମ୍ପାନୀର ବଜାର ମୂଲ୍ୟରେ ୧୩୦ ବିଲିୟନ ଡଲାର ହ୍ରାସ

ୱାଶିଂଟନ,୬।୧୧: ଆମେରିକାର ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ଫଳାଫଳ ବୈଶ୍ୱିକ ପୁଞ୍ଜି ବଜାର ଉପରେ ତ୍ୱରିତ ପରିବର୍ତ୍ତନ ଆଣିଛି। କେବଳ ବାହାର ଦେଶ ନୁହେଁ, ଆମେରିକା ଶେୟାର ଓ ପୁଞ୍ଜି ବଜାର ମଧ୍ୟ ସର୍ବାଧିକ ଭାବେ ପ୍ରଭାବିତ ହୋଇଛି। ଏହି ଫଳାଫଳ ବିଶ୍ୱର ସବୁଠୁ…

ବିଶ୍ବରେ ହଲଚଲ୍, ଟ୍ରମ୍ପ୍‌ଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଲେ ପୂର୍ବତନ ମିସ୍‌ ସୁଇଜରଲାଣ୍ଡ

ଓ୍ବାଶିଂଟନ, ୨୮।୧୦: ହାଉସ ଜୁଡିସିଆରି କମିଟିର ଡେମୋକ୍ରାଟ୍ସଙ୍କ ଦ୍ୱାରା ପ୍ରକାଶିତ ଏକ ନୂତନ ରିପୋର୍ଟକୁ ଆଧାର କରି ପିପୁଲ.କମ୍‌ ରିପୋର୍ଟ କହିଛି ଯେ, ପୂର୍ବତନ ମିସ୍‌ ସୁଇଜରଲାଣ୍ଡ ବେଆଟ୍ରିସ କ୍ୟୁଲ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ୧୯୯୩ ମସିହାରେ ନ୍ୟୁୟର୍କ…

‘ଜେଲରେ ଟ୍ରମ୍ପ’, ଆମେରିକାକୁ କଡ଼ା ଟାର୍ଗେଟ କଲା ଇରାନ

ତେହରାନ,୨୪।୧୦: ଇରାନର ରାଜଧାନୀ ତେହରାନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଏକ ଅନନ୍ୟ ପ୍ରତିବାଦ ପ୍ରଦର୍ଶିତ ହୋଇଛି। ଏଥିରେ ଟ୍ରମ୍ପଙ୍କ ବେଶଭୂଷାରେ ସଜ୍ଜିତ ଜଣେ ବ୍ୟକ୍ତିଙ୍କୁ ଏକ ବଡ଼ ହୋର୍ଡିଂ ଉପରେ ନିର୍ମିତ ଏକ ନକଲି କାରାଗାର କୋଠରୀ ଭିତରେ…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ ଶକ୍ତି ଯୁଦ୍ଧବିରତି (energy ceasefire) ହୋଇଥିବା ନେଇ ସେ କହିଛନ୍ତି । ୟୁକ୍ରେନର…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି ଏବଂ ଅନ୍ୟ କୌଣସି ରାଷ୍ଟ୍ରପତି ଏହି ସଫଳତା ହାସଲ କରିନାହାନ୍ତି ବୋଲି ଦାବି…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ ହୋଇପାରେ ଏବଂ ଏଥିରେ ଆମେରିକା ବିଜୟୀ ହେବ। ସେ ଆହୁରି ମଧ୍ୟ ଦାବି…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ସେ ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’…

ଡୋନାଲ୍ଡ ଟ୍ରମ୍ପଙ୍କ ପୁଅଙ୍କ ଖର୍ଚ୍ଚର ଯାଞ୍ଚ କରାଯିବ; ତଦନ୍ତ ପାଇଁ ଦାବି କରିଛନ୍ତି ରିପବ୍ଲିକାନ ସିନେଟର୍‌

ଓ୍ବାଶିଂଟନ,୨୩।୯: ୟୁଟାହ ରିପବ୍ଲିକାନ ସେନେଟର ଜନ କର୍ଟିସ ସିନେଟ ନ୍ୟାୟପାଳିକା କମିଟିକୁ ତଦନ୍ତ କରିବାକୁ ଆହ୍ବାନ କରିଛନ୍ତି ଯେ ଡୋନାଲ୍ଡ ଟ୍ରମ୍ପ ଜୁନିଅର ଆର୍ଥିକ ଲାଭ ପାଇଁ ରାଷ୍ଟ୍ରପତି ପଦ ସହିତ ତାଙ୍କର ନିକଟତରତାକୁ ବ୍ୟବହାର କରିଥିଲେ କି ନାହିଁ। ଏହି…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି। ରିପୋର୍ଟ ଅନୁସାରେ, ସୋସିଆଲ ମିଡିଆରେ କିଛି ୟୁଜର ଟ୍ରମ୍ପଙ୍କ ହାତର…

ଜନ୍ମଗତ ନାଗରିକତ୍ୱ: ଟ୍ରମ୍ପ୍‌ଙ୍କ ନୂତନ ନିର୍ଦ୍ଦେଶନାମା ଉପରେ ରୋକ

ଓ୍ବାଶିଂଟନ,୪।୯(ପି.ଟି.): ଆମେରିକାର ସୁପ୍ରିମକୋର୍ଟ ତାଙ୍କର ପୂର୍ବ ପ୍ରୟାସକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜାରି କରିଥିବା ଜନ୍ମଗତ ନାଗରିକତା ପାଇବାକୁ ଯୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟାକୁ ସୀମିତ କରୁଥିବା ଏକ ନୂତନ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶନାମାକୁ ଲାଗୁ କରିବାରୁ ଜଣେ ଫେଡେରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?