ମୋଦି-ଟ୍ରମ୍ପ ମଧ୍ୟରେ ୨୨ ଏପ୍ରିଲରୁ ୧୭ ଜୁନ ମଧ୍ୟରେ କୌଣସି ଫୋନ କଲ୍ ହୋଇନାହିଁ: ଜୟଶଙ୍କର
ନୂଆଦିଲ୍ଲୀ,୨୮।୭: ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଲୋକସଭାରେ ସ୍ପଷ୍ଟ କରିଛନ୍ତି ଯେ, ପାକିସ୍ତାନ ସହ ସଂଘର୍ଷ ସମୟରେ ଭାରତ ଓ ଆମେରିକା ମଧ୍ୟରେ ହୋଇଥିବା ଆଲୋଚନାରେ କୌଣସି ବାଣିଜ୍ୟ ସମ୍ପର୍କିତ ବିଷୟ ନଥିଲା। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବିକୁ…
ବିଶ୍ୱର ସବୁଠୁ ଲୋକପ୍ରିୟ ନେତା ହେଲେ ମୋଦି: ଆସିଲା ଚମ୍କାଇବା ଭଳି ରିପୋର୍ଟ
ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ବିଶ୍ୱ ସମ୍ମୁଖରେ ନିଜର ଦକ୍ଷତା ପ୍ରମାଣିତ କରିଛନ୍ତି। ସେ ପୁଣି ଥରେ ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ଭାବରେ ଉଭା ହୋଇଛନ୍ତି। ଆମେରିକୀୟ ବ୍ୟବସାୟିକ ଗୋଇନ୍ଦା କମ୍ପାନୀ ମର୍ଣ୍ଣିଂ କନସଲ୍ଟ ଜୁଲାଇ ୨୦୨୫ର ସଦ୍ୟତମ…
ଭାରତରେ ଟେକ୍ ନିଯୁକ୍ତି ବନ୍ଦ କରିବାକୁ ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ, ଗୁଗଲ-ମାଇକ୍ରୋସଫ୍ଟକୁ କହିଲେ ଏମିତି
ନୂଆଦିଲ୍ଲୀ,୨୪।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁଗଲ ଓ ମାଇକ୍ରୋସଫ୍ଟ ଭଳି ବଡ଼ ଟେକ୍ କମ୍ପାନୀମାନଙ୍କୁ ଭାରତ ସମେତ ବିଦେଶରେ ନିଯୁକ୍ତି ବନ୍ଦ କରି ଆମେରିକାରେ ଚାକିରି ସୃଷ୍ଟି ଉପରେ ଧ୍ୟାନ ଦେବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବୁଧବାର ୱାଶିଂଟନରେ ଆୟୋଜିତ…
ଓ୍ବାଲ୍ ଷ୍ଟ୍ରିଟ୍ ଜର୍ନାଲ ବିରୋଧରେ ଟ୍ରମ୍ପ୍ଙ୍କ ମାନହାନି ମାମଲା
ଓ୍ବାଶିଂଟନ,୨୦ା୭: ଧନୀ ଫାଇନାନ୍ସର ଜେଫ୍ରି ଏପ୍ଷ୍ଟେଇନ୍ଙ୍କ ସହ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ସମ୍ପର୍କକୁ ନେଇ ଓ୍ବାଲ୍ ଷ୍ଟ୍ରିଟ୍ ଜର୍ନାଲରେ ଗୁରୁବାର ଖବର ପ୍ରକାଶ ପାଇଥିଲା। ଏହାର ଦିନକ ପରେ ଟ୍ରମ୍ପ୍ ଉକ୍ତ ଖବରକାଗଜ ଏବଂ ମିଡିଆ ମୋଗଲ ରୁପେର୍ଟ ମୁର୍ଡୋଚ୍ଙ୍କ…
ଅଗଷ୍ଟ ୧ ପୂର୍ବରୁ ଭାରତକୁ ଏହି ଗୁଡ୍ନ୍ୟୁଜ୍ ଦେବ ଆମେରିକା! ଭାରତବାସୀଙ୍କ ପାଇଁ ହେବ ଖୁସିଖବର
ନୂଆଦିଲ୍ଲୀ,୨୦।୭: ଭାରତ ଏବଂ ଆମେରିକା ମଧ୍ୟରେ ବାଣିଜ୍ୟ ଚୁକ୍ତି ଖୁବ ଶୀଘ୍ର ସ୍ଥିର ହୋଇପାରେ। ନିକଟରେ ପଞ୍ଚମ ପର୍ଯ୍ୟାୟ ଆଲୋଚନା ମଧ୍ୟ ସମାପ୍ତ ହୋଇଥିଲା। ଏଥିରେ ବାଣିଜ୍ୟ ଚୁକ୍ତିର ଚୂଡ଼ାନ୍ତ ରୂପରେଖା ଦିଆଯିବାର ଥିଲା। ଏହି ଚୁକ୍ତିକୁ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ…
ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ ପୂର୍ବରୁ ଯାହା କେହି କହି ନ ଥିଲେ, ତାହା କହିଦେଲେ ଟ୍ରମ୍ପ: ବିଶ୍ୱରେ ଖେଳିଗଲା…
ଓ୍ବାଶିଂଟନ୍,୧୯।୭: ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ ପୁଣି ଏକ ବଡ଼ ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ସେ କହିଛନ୍ତି, ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ସମୟରେ ୪-୫ଟି ଯୁଦ୍ଧ ବିମାନ ଖସାଇ ଦିଆଯାଇଥିଲା। ସେ ବାଣିଜ୍ୟ…
ପୁଟିନଙ୍କୁ ଟ୍ରମ୍ପଙ୍କ ଅଲଟିମେଟମ୍: ୫୦ ଦିନ ମଧ୍ୟରେ ଯୁକ୍ରେନ ଯୁଦ୍ଧ ଶେଷ କର ନଚେତ୍ ୧୦୦% ଟାରିଫ୍
ଭୁବନେଶ୍ୱର,୧୫।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ, ଆଗାମୀ ୫୦ ଦିନ ମଧ୍ୟରେ ଯୁକ୍ରେନ ସହ ଯୁଦ୍ଧବିରତି ପାଇଁ ରାଜି ନ ହେଲେ ରୁଷ ଉପରେ “କଡ଼ା…
ପୁଟିନଙ୍କ ଉପରେ ଟ୍ରମ୍ପଙ୍କ କ୍ଷୋଭ: ୟୁକ୍ରେନକୁ ପେଟ୍ରିଅଟ୍ ମିସାଇଲ ପଠାଇବାକୁ କଲେ ଘୋଷଣା
ନୂଆଦିଲ୍ଲୀ,୧୪ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିରୋଧରେ କଡ଼ା ବୟାନ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି, “ପୁଟିନ ଦିନରେ ମିଠା କଥା କୁହନ୍ତି, କିନ୍ତୁ ସନ୍ଧ୍ୟାରେ ସମସ୍ତଙ୍କ ଉପରେ ବୋମା ମାଡ଼ କରନ୍ତି।” ଏହି କ୍ଷୋଭ ପ୍ରକାଶ…
ରାଗିଲେ ଟ୍ରମ୍ପ, ଲଗାଇଲେ ୩୦ ପ୍ରତିଶତ ଶୁଳ୍କ
ଓ୍ବାଶିଂଟନ,୧୨।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର (୧୨ ଜୁଲାଇ, ୨୦୨୫) ମେକ୍ସିକୋ ଏବଂ ୟୁରୋପୀୟ ସଂଘ ଉପରେ ତାଙ୍କର ଶୁଳ୍କ ବୋମା ପକାଇଛନ୍ତି। ଟ୍ରମ୍ପ ମେକ୍ସିକୋ ଏବଂ ୟୁରୋପୀୟ ସଂଘ ପାଇଁ ନୂତନ ଶୁଳ୍କ ସମ୍ପର୍କରେ ଏକ ଚିଠି ଜାରି…
କାନାଡା ଉପରେ ୩୫% ଟାରିଫ ଲଗାଇଲେ ଟ୍ରମ୍ପ, ଦେଲେ ଏମିତି ଚେତାବନୀ
ନୂଆଦିଲ୍ଲୀ,୧୧।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଘୋଷଣା କରିଛନ୍ତି ଯେ, ଆଗାମୀ ମାସରୁ କାନାଡାରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ଆମେରିକା ୩୫% ଟାରିଫ ଲଗାଇବ। ସେ କାନାଡାର ପ୍ରଧାନମନ୍ତ୍ରୀ ମାର୍କ କାର୍ନେଙ୍କୁ ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏକ…
ବଜେଟ କାଟ କଲେ ଟ୍ରମ୍ପ, କର୍ମଚାରୀଙ୍କୁ ଦେଲେ ରିଟାୟରମେଣ୍ଟ ପ୍ଲାନ ଅଫର, NASAରୁ ୨୦୦୦ କର୍ମଚାରୀଙ୍କର ହେବ ଛଟେଇ!
ଓ୍ବାଶିଂଟନ,୧୦।୭: ଆମେରିକୀୟ ମହାକାଶ ସଂସ୍ଥା ନାସା ଏବେ ଏକ ବଡ଼ ପରିବର୍ତ୍ତନ ଦେଇ ଗତି କରୁଛି। ରିପୋର୍ଟ ହୋଇଛି ଯେ ନାସା ଏହାର ପ୍ରାୟ ୨୧୪୫ କର୍ମଚାରୀଙ୍କୁ ବାହାରର ରାସ୍ତା ଦେଖାଇବାକୁ ପ୍ରସ୍ତୁତ ହେଉଛି। ଆମେରିକୀୟ ଗଣମାଧ୍ୟମ ପଲିଟିକୋ ଏ ବିଷୟରେ…
ଟ୍ରମ୍ପଙ୍କୁ ଡ୍ରୋନ ହମଲାର ଧମକ: ଇରାନର ବରିଷ୍ଠ ଅଧିକାରୀଙ୍କ ଖୋଲା ଚେତାବନୀ
ତେହେରାନ/ୱାଶିଂଟନ,୯।୭: ଇରାନର ସର୍ବୋଚ୍ଚ ନେତା ଆୟାତୁଲ୍ଲା ଖାମେନେଇଙ୍କ ଘନିଷ୍ଠ ପରାମର୍ଶଦାତା ଜାଭାଦ ଲାରିଜାନୀ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଜୀବନ ନେଇ ଖୋଲାଖୋଲି ଧମକ ଦେଇଛନ୍ତି। ଲାରିଜାନୀ କହିଛନ୍ତି, ଟ୍ରମ୍ପ ଯେତେବେଳେ ତାଙ୍କ ଫ୍ଲୋରିଡାସ୍ଥିତ ବିଳାସପୂର୍ଣ୍ଣ ବାସଭବନ ମାର-ଏ-ଲାଗୋରେ ସୂର୍ଯ୍ୟକିରଣରେ ଶୋଇଥାଆନ୍ତି,…
Archives


