Tag Archives: donald trump

ଟ୍ରମ୍ପଙ୍କ ଟାରିଫ ଯୁଦ୍ଧ ଆରମ୍ଭ: ଟଙ୍କା ମୂଲ୍ୟରେ ସର୍ବକାଳୀନ ହ୍ରାସ

ନୂଆଦିଲ୍ଲୀ,୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କାନାଡା, ମେକ୍ସିକୋ ଏବଂ ଚାଇନା ଉପରେ ଟାରିଫ୍‌ ଲାଗୁ କରିବା ପରେ ବୈଶ୍ୱିକ ବାଣିଜ୍ୟ ଯୁଦ୍ଧ ବ୍ୟାପକ ରୂପ ନେବା ଆଶଙ୍କା ପ୍ରକଶ ପାଇଛି। ଏହାର ପ୍ରଭାବରେ ଡଲାର ଇଣ୍ଡେକ୍ସ ୧.୨୪ ପ୍ରତିଶତ ବୃଦ୍ଧି…

ବୁଡ଼ିଲା ୪.୩୬ କୋଟି ଟଙ୍କା: ଶେୟାର ମାର୍କେଟ୍‌ରେ ହାହାକାର

ନୂଆଦିଲ୍ଲୀ,୩।୨:ବଜେଟ ପରଠାରୁ ଶେୟାର ମାର୍କେଟ୍‌ର ଅବସ୍ଥା ଭଲ ନାହିଁ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ ଓ୍ବାର୍‌ ଏବଂ ବିଦେଶୀ ନିବେଶକଙ୍କ ଦ୍ୱାରା ଟଙ୍କା ପ୍ରତ୍ୟାହାର ମଧ୍ୟ ଭାରତୀୟ ଶେୟାର ମାର୍କେଟ୍‌ ଉପରେ ଚାପ ପକାଇଛି। ଆଜି ଷ୍ଟକ ବଜାର ନିବେଶକମାନଙ୍କ…

ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଭାରତ ପ୍ରସ୍ତୁତ କରିବ ଆଉଟ ଅଫ ସିଲାବସ ଷ୍ଟ୍ରାଟେଜି, ଖୁଲାସା କଲେ ଏସ. ଜୟଶଙ୍କର

ନୂଆଦିଲ୍ଲୀ,୩୧।୧: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ “ଆମେରିକୀୟ ରାଷ୍ଟ୍ରବାଦୀ” ଭାବରେ ବର୍ଣ୍ଣନା କରି କହିଛନ୍ତି ଯେ ଟ୍ରମ୍ପ ପ୍ରଶାସନ ସହିତ ମୁକାବିଲା କରିବା ପାଇଁ ଭାରତକୁ “ପାଠ୍ୟକ୍ରମ ବାହାରେ(ଆଉଟ ଅଫ ସିଲାବସ)” ବୈଦେଶିକ ନୀତି…

ସୁନୀତାଙ୍କୁ ଫେରାଇ ଆଣିବାକୁ ମସ୍କଙ୍କୁ କହିଲେ ଟ୍ରମ୍ପ୍‌: ଆଇଏସ୍‌ଏସ୍‌ରେ ଛାଡ଼ିଦେଇଛନ୍ତି ବାଇଡେନ୍‌

ଓ୍ବାଶିଂଟନ୍‌,୨୯ା୧: ୨୦୨୪ ଜୁନ୍‌ରୁ ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ୍‌ (ଆଇଏସ୍‌ଏସ୍‌)ରେ ଫସିରହିଥିବା ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସଙ୍କୁ ପୃଥିବୀ ପୃଷ୍ଠକୁ ଫେରାଇ ଆଣିବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଟେକ୍‌ ଟାଇଟନ୍‌ ଏଲନ୍‌ ମସ୍କଙ୍କ ସହଯୋଗ ଲୋଡ଼ିଛନ୍ତି। ଟ୍ରମ୍ପ୍‌ ନିଜ…

ଟ୍ରମ୍ପଙ୍କ ଆଉ ଏକ ବଡ଼ ନିଷ୍ପତ୍ତି, ଚିନ୍ତାରେ ପଡ଼ିଲାଣି ଭାରତ

ଓ୍ବାଶିଂଟନ,୨୨ା୧: ଡୋନାଲ୍ଡ ଟ୍ରମ୍ପ ଜାନୁଆରୀ ୨୦ ତାରିଖରେ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିଲେ। ଶପଥ ନେବାର କିଛି ସମୟ ପରେ, ସେ ଅନେକ ବଡ଼ ନିଷ୍ପତ୍ତି ନେଇଥିଲେ ଯାହା ବିଶ୍ୱକୁ ଚକିତ କରିଦେଲା। ରାଷ୍ଟ୍ରପତି ହେବା ମାତ୍ରେ…

ଟ୍ରମ୍ପ୍‌ଙ୍କ ଦ୍ୱିତୀୟ ଇନିଂସ୍‌ ଆରମ୍ଭ: ଶପଥ ଗ୍ରହଣ କରି କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୦।୧: ରିପବ୍ଲିକାନ୍‌ ନେତା ଡୋନାଲ୍ଡ ଟ୍ରମ୍ପ୍‌ ଦ୍ୱିତୀୟ ଥର ନିର୍ବାଚିତ ହେବା ସହ ସୋମବାର ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଦ୍ୱିତୀୟ ଇନିଂସରେ ସେ ସରକାରୀ ଅନୁଷ୍ଠାନଗୁଡ଼ିକରେ ବଡ଼ ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି। ଆମେରିକାରେ ବେଆଇନ ଅନୁପ୍ରବେଶ…

ଟ୍ରମ୍ପଙ୍କ ଶପଥ ଗ୍ରହଣ ପରେ ମଧ୍ୟାହ୍ନଭୋଜନରେ ଅତିଥି ଖାଇବେ ଏସବୁ ଖାଦ୍ୟ

ଓ୍ବାଶିଂଟନ,୨୦ା୧: ସୋମବାର ଡୋନାଲ୍ଡ ଟ୍ରମ୍ପ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଶପଥ ନେବାକୁ ଯାଉଛନ୍ତି। ଶପଥ ଗ୍ରହଣ ପରେ କ୍ୟାପିଟାଲର ଷ୍ଟାଚ୍ୟୁରୀ ହଲ୍‌ରେ ତାଙ୍କର ଉଦ୍‌ଘାଟନୀ ମଧ୍ୟାହ୍ନଭୋଜନରେ ବିଭିନ୍ନ ପ୍ରକାରର ଖାଦ୍ୟ ଖାଇବେ ଅତିଥି। ଏପରି ପରିସ୍ଥିତିରେ ଆସନ୍ତୁ ଦେଖିବା ମଧ୍ୟାହ୍ନଭୋଜନରେ…

ଫ୍ଲାଇଙ୍ଗ ହ୍ବାଇଟ ହାଉସ୍‌, ଲିମୋଜିନ କାର୍‌, କୋଟି କୋଟି ଟଙ୍କାର ଦରମା…ରାଷ୍ଟ୍ରପତି ହେବା ପରେ ଟ୍ରମ୍ପଙ୍କୁ ମିଳିବ ଏସବୁ ସୁବିଧା

ଓ୍ବାଶିଂଟନ୍‌,୨୦।୧: ଆମେରିକାର ନବର୍ନିବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଜି ଶପଥ ଗ୍ରହଣ କରିବେ। ଶପଥ ଗ୍ରହଣ ସହିତ, ଟ୍ରମ୍ପ ଆମେରିକାର ୪୭ତମ ରାଷ୍ଟ୍ରପତି ହେବେ। ରାଷ୍ଟ୍ରପତି ହେବା ପରେ, ସେ କେବଳ କୋଟି କୋଟି ଟଙ୍କାର ଦରମା ପାଇବେ ତାହା ନାହିଁ,…

ଶପଥ ନେବା ପରେ ବିଶ୍ୱର ଏହି ଶକ୍ତିଶାଳୀ ନେତାଙ୍କୁ ଫୋନ କରିବେ ଟ୍ରମ୍ପ, କରିବେ ବଡ଼ ଘୋଷଣା!

ଓ୍ବାଶିଂଟନ୍‌,୨୦।୧: ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ସୋମବାର ଶପଥ ଗ୍ରହଣ କରିବେ। ଶପଥ ଉତ୍ସବକୁ ବହୁ ବିଶିଷ୍ଟ ବ୍ୟକ୍ତି, ଶିଳ୍ପପତି, ବ୍ୟବସାୟୀ ଏବଂ ଗଣମାଧ୍ୟମ ତାରକାଙ୍କ ସମେତ ଦେଶବିଦେଶରୁ ଅନେକ ହଜାର ବ୍ୟକ୍ତିବିଶେଷ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ତେବେ…

ଟ୍ରମ୍ପଙ୍କ ଶପଥଗ୍ରହଣ ଉତ୍ସବକୁ ଜିନ୍‌ପିଙ୍ଗଙ୍କୁ ସ୍ବତନ୍ତ୍ର ନିମନ୍ତ୍ରଣ, ହେଲେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କାହିଁକି ନୁହେଁ? ଜାତୀୟ ରାଜନୀତିରେ ଚର୍ଚ୍ଚା ବଢ଼ିଲା… 

ନୂଆଦିଲ୍ଲୀ,୧୦।୧: ଡୋନାଲ୍ଡ ଟ୍ରମ୍ପ ଦ୍ୱିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବରେ ଜାନୁଆରୀ ୨୦ରେ ଶପଥ ନେବେ। ଟ୍ରମ୍ପ ତାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପାଇଁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସମେତ ଅନେକ ବିଶ୍ୱ ନେତାଙ୍କୁ ନିମନ୍ତ୍ରଣ କରିଛନ୍ତି।…

‘କାଲିଫର୍ନିଆ ନଚେତ ଭର୍ମଣ୍ଟ ଆମକୁ ଦେଇ ଦିଅନ୍ତୁ’; ଟ୍ରମ୍ପଙ୍କୁ ପାଲଟା ଅଫର ଦେଲେ ଟ୍ରୁଡୋ…

ଓଟାଓ୍ବା,୧୦।୧: କାନାଡ଼ାକୁ ଆମେରିକାର ୫୧ତମ ରାଜ୍ୟ କରିବା ଲାଗି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରସ୍ତାବର ଜବାବ ଦେଇଛନ୍ତି କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ। ଯେତେବେଳେ ଟ୍ରମ୍ପ କାନାଡ଼ାକୁ ଆମେରିକାର ରାଜ୍ୟ କରିବାକୁ ତାଙ୍କ ଅଭିପ୍ରାୟ ପ୍ରକାଶ କରିଥିଲେ, ସେତେବେଳେ ସେ ମଜାଳିଆ ଭାବେ…

ଆମେରିକା ଚାହିଁଲେ ୨ ଘଣ୍ଟାରେ ଗ୍ରୀନଲାଣ୍ଡ ଉପରେ କରିପାରେ କବ୍ଜା, ପଢ଼ନ୍ତୁ ସ୍ବତନ୍ତ୍ର ରିପୋର୍ଟ…

ନ୍ୟୁୟର୍କ,୮।୧: ଗ୍ରୀନଲ୍ୟାଣ୍ଡକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ‘ଗ୍ରେଟର୍‌ ଆମେରିକା’ ମିଶନ ଏକ ନୂଆ ଆଲୋଡ଼ନ ସୃଷ୍ଟି କରିଛି। ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ଆମେରିକାରେ ଅନ୍ତର୍ଭୁକ୍ତ କରିବା ଲାଗି ଯୋଜନା ପ୍ରସ୍ତୁତ କରିଛନ୍ତି। ଏପରିକି ସେ ସାମରିକ କାର୍ଯ୍ୟାନୁଷ୍ଠାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri