Tag Archives: donald trump

ଇରାନର ଧମକ ପରେ ଟ୍ରମ୍ପଙ୍କ ପାଲଟା ଆକ୍ରମଣ, ହୋର୍ମୁଜକୁ ନେଇ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଜାରି ରହିଛି । ଏହି ସମୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ହୋର୍ମୁଜ୍ ଷ୍ଟ୍ରେଟକୁ ବନ୍ଦ କରିବାର ଧମକ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

Iran Israel Conflict: ଟ୍ରମ୍ପଙ୍କ ବଡ଼ ଦାବି, ଗୋଟିଏ ଆକ୍ରମଣରେ ୪୮…

ନୂଆଦିଲ୍ଲୀ,୧।୩:  ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଆମେରିକା ଏବଂ ଇସ୍ରାଏଲୀ ସାମରିକ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଏକ ବଡ଼ ଏବଂ ଆଶ୍ଚର୍ଯ୍ୟଜନକ ଦାବି କରିଛନ୍ତି । ସେ କହିଛନ୍ତି ଯେ ଏହି ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନରେ ୪୮ଜଣ ଶୀର୍ଷ ଇରାନୀ ନେତାଙ୍କୁ…

ଆଫଗାନିସ୍ତାନ-ପାକିସ୍ତାନ ଯୁଦ୍ଧରେ ଟ୍ରମ୍ପ ଦେଲେ ବଡ଼ ବୟାନ: କହିଲେ, ମୁଁ ହସ୍ତକ୍ଷେପ…

ଓ୍ବାଶିଂଟନ୍‌,୨୮।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ଚାଲିଥିବା ବିବାଦ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ସେ ଏହି ମାମଲାରେ ହସ୍ତକ୍ଷେପ କରିବେ। ପାକିସ୍ତାନ ବର୍ତ୍ତମାନ ଏକ ଉତ୍ତମ କାମ କରୁଛି। ପାକିସ୍ତାନ…

ବଡ଼ କୀର୍ତ୍ତିମାନ ହାସଲ କଲେ ମୋଦି: ଟ୍ରମ୍ପଙ୍କୁ ପଛରେ ପକାଇ ହେଲେ ନମ୍ବର-୧

ନୂଆଦିଲ୍ଲୀ,୨୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ଏକ ନୂତନ ରେକର୍ଡ ସ୍ଥାପନ କରିଛନ୍ତି। ସେ ଇନଷ୍ଟାଗ୍ରାମରେ ୧୦୦ ନିୟୁତରୁ ଅଧିକ ଫଲୋଅର୍ସ ଥିବା ପ୍ରଥମ ବିଶ୍ୱ ନେତା ହୋଇଛନ୍ତି। ଏହି ସଫଳତା ସେ ଇସ୍ରାଏଲ ଯାଉଥିବା ସମୟରେ ହାସଲ କରିଥିଲେ।…

ଟ୍ରମ୍ପଙ୍କ କେଉଁ ନିର୍ଦ୍ଦେଶରେ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ହେବ ସତ୍ୟ? ସାର୍ବଜନୀନ କରାଯିବ ସିକ୍ରେଟ୍‌ ଫାଇଲ

ନୂଆଦିଲ୍ଲୀ,୨୩।୨:ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରତିରକ୍ଷା ସଚିବ ପିଟ ହେଗସେଥ ଏବଂ ପେଣ୍ଟାଗନକୁ ଏଲିଏନ ଏବଂ UFO ସମ୍ପର୍କିତ ଗୁପ୍ତ ସରକାରୀ ଫାଇଲ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେବା ପରେ ବୁଲଗେରିଆନ ରହସ୍ୟବାଦୀ ବାବା ଭେଙ୍ଗାଙ୍କ ଦଶନ୍ଧି ପୁରୁଣା ଭବିଷ୍ୟବାଣୀ ପୁଣି ଥରେ…

ସୁପ୍ରିମକୋର୍ଟରୁ ଝଟକା ପରେ ଟ୍ରମ୍ପଙ୍କ ପ୍ରତିଶୋଧ! ବିଶ୍ବବ୍ୟାପୀ ୧୦% ଟାରିଫ୍ ଲଗାଇଲେ…

ନୂଆଦିଲ୍ଲୀ,୨୧।୨: ସୁପ୍ରିମକୋର୍ଟରେ ଟ୍ରମ୍ପଙ୍କ ପରାଜୟ ପରେ, ଆମେରିକା ରାଷ୍ଟ୍ରପତି ତାଙ୍କର ବାଣିଜ୍ୟ ନୀତିକୁ ଆହୁରି ତୀକ୍ଷ୍ଣ କରିଛନ୍ତି । ବିଦେଶୀ ସାମଗ୍ରୀ ଉପରେ ଟ୍ରମ୍ପ୍‌ଙ୍କ ୧୦% ନୂଆ ଟାରିଫ୍ ଘୋଷଣା କରିଛନ୍ତି । ଏହି ଶୁଳ୍କ ଆଗାମୀ ପାଞ୍ଚ ମାସ ପାଇଁ…

ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୧।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ। “ଏହା ଅତ୍ୟନ୍ତ ନିରାଶାଜନକ, ଆମେ ଏପରି ନିଷ୍ପତ୍ତି ଆଶା କରିନଥିଲୁ। ସୁପ୍ରିମକୋର୍ଟ ଆମ…

ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା

ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର ଅନେକ ବରିଷ୍ଠ ନେତା ଅଂଶଗ୍ରହଣ କରିଥିଲେ । ତଥାପି, ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଆମେରିକା ସହିତ ଏହି ବଡ଼ ଡିଲ୍‌ କରିବ ଭାରତ! ମଧ୍ୟବିତ୍ତ ପରିବାରକୁ ହେବ ଫାଇଦା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୩।୨: ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ୫ ବିଲିୟନ ବାଣିଜ୍ୟ ଚୁକ୍ତି ବ୍ୟତୀତ, ଭାରତ ସରକାର LNGକୁ ନେଇ ଏକ ଡିଲ୍‌ କରିପାରନ୍ତି। ଭାରତ ସରକାରଙ୍କ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ପେଟ୍ରୋନେଟ କମ୍ପାନୀର ସିଇଓ ଅକ୍ଷୟ କୁମାର ସିଂହ କହିଛନ୍ତି…

ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦି, କହିଲେ…

ନୂଆଦିଲ୍ଲୀ,୭।୨: ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁବାର କହିଛନ୍ତି ଯେ ଭାରତ ଏବଂ ଆମେରିକା ମାର୍ଚ୍ଚ ମାସରେ ଏକ ବହୁ ପ୍ରତୀକ୍ଷିତ ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତିର ପ୍ରଥମ ପର୍ଯ୍ୟାୟ ସ୍ବାକ୍ଷର କରିବେ ବୋଲି ଆଶା କରାଯାଉଛି। ଏହା ପରେ,…

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି କରିଛନ୍ତି। ଟ୍ରମ୍ପ ଏହାକୁ ‘ଲମ୍ବା ଏବଂ ଅତ୍ୟନ୍ତ ସକାରାତ୍ମକ’ ଆଲୋଚନା ବୋଲି ବର୍ଣ୍ଣନା…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର ବ୍ରେକଫାଷ୍ଟ’ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ସେ କହିଛନ୍ତି ଯେ, ବର୍ତ୍ତମାନ ଆମେରିକା ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri