୫୫ ମିନିଟ୍ ଧରି ଫୋନ୍ରେ କଥା ହେଲେ ଟ୍ରମ୍ପ-ପୁଟିନ୍: ବନ୍ଦ ହୋଇଯିବ କି…
ଓ୍ବାଶିଂଟନ୍,୧୫।୬:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ଆଲୋଚନା ହୋଇଥିଲା। ପ୍ରାୟ ୫୫ ମିନିଟ ଧରି ଚାଲିଥିବା ଏହି କଲ ସମୟରେ ସେମାନେ ରୁଷିଆ-ୟୁକ୍ରେନ ଯୁଦ୍ଧ, ଇରାନ-ଆମେରିକା ଚୁକ୍ତି ଏବଂ ଦ୍ୱିପାକ୍ଷିକ…
ବିଶ୍ୱ ରାଜନୀତିରେ ହଇଚଇ! ଟ୍ରମ୍ପଙ୍କ ‘ଶାନ୍ତି ଚୁକ୍ତି’ ଦାବିକୁ ଇରାନର କଡ଼ା ଜବାବ, କିଛି ହୋଇନି….
ଓ୍ବାଶିଂଟନ,୧୨।୬: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଗୁରୁବାର ଦିନ, ଆମେରିକା ରାଷ୍ଟ୍ରପତି ଦାବି କରିଛନ୍ତି ଯେ ଚୁକ୍ତିନାମାର ସର୍ତ୍ତାବଳୀକୁ ଅନୁମୋଦନ କରାଯାଇଛି ଏବଂ…
ଟ୍ରମ୍ପଙ୍କ ସ୍ୱପ୍ନ ଚୂରମାର୍! H-1B ଭିସା ଉପରେ ୧ ଲକ୍ଷ ଡଲାର ଫିସ୍ ନିଷ୍ପତ୍ତିକୁ ରଦ୍ଦ କଲେ US କୋର୍ଟ
ଓ୍ବାଶିଂଟନ,୯।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ H-1B ଭିସା ଫି ସମ୍ପର୍କରେ ଏକ ବଡ଼ ଝଟକା ଲାଗିଛି। ସୋମବାର ଦିନ, ଏକ ଆମେରିକାର କୋର୍ଟ ଟ୍ରମ୍ପ ପ୍ରଶାସନର ନୂତନ ଏକ ଲକ୍ଷ ଡ଼ଲାର H-1B ଭିସା ଫିକୁ ବେଆଇନ ଘୋଷଣା କରି…
ଏମିତି ପ୍ରଶ୍ନ ପଚାରିଲେ ନ୍ୟୁଜ ଆଙ୍କର, ରାଗରେ ନାଲି ପଡ଼ିଗଲେ ଡୋନାଲ୍ଡ ଟ୍ରମ୍ପ, ସାକ୍ଷାତକର ମଝିରୁ ଚାଲିଯିବ ସହ କହିଲେ…
ଓ୍ବାଶିଂଟନ,୮।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସାକ୍ଷାତକାର ସମୟରେ ଏତେ କ୍ରୋଧିତ ହୋଇଗଲେ ଯେ ସେ ସାମ୍ବାଦିକଙ୍କୁ ‘ବେଇମାନ ଏବଂ ମୂର୍ଖ’ ବୋଲି କହି ମଝିରୁ ଚାଲିଗଲେ। ଟ୍ରମ୍ପ ରବିବାର (ଜୁନ 7) NBCର ‘ମିଟ ଦି ପ୍ରେସ’ କାର୍ଯ୍ୟକ୍ରମରେ…
ବିଶ୍ବରେ ଚହଳ! ପୁଟିନ ମୋଦିଙ୍କ ପ୍ରଶଂସା କରିବା ପରେ ଟ୍ରମ୍ପ କହିଦେଲେ ଏତେ ବଡ଼ କଥା, ଫାଇଦା ଉଠାଇଛି….
ଓ୍ବାଶିଂଟନ,୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି ।…
ଏହିଦିନ ଖୋଲିବ ହର୍ମୁଜ୍, ଇରାନ ସହିତ ପରମାଣୁ ଚୁକ୍ତି ସମ୍ପର୍କରେ ବଡ଼ ଗୁମର ଖୋଲିଲେ ଟ୍ରମ୍ପ
ଓ୍ବାଶିଂଟନ,୩।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚୁକ୍ତି ଏବଂ ହର୍ମୁଜ୍ ପ୍ରଣାଳୀ ଖୋଲିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ ଚୁକ୍ତି ଦୁଇଟି କାରଣ ଯୋଗୁଁ ବିଳମ୍ବ ହେଉଛି । ପ୍ରଥମ…
ରାଗରେ ନେତାନ୍ୟାହୁଙ୍କୁ ଫୋନ କଲେ ଟ୍ରମ୍ପ, ‘ତୁମେ ପାଗଳ ହୋଇଗଲ!’
ଓ୍ବାଶିଂଟନ,୨।୬: ଡୋନାଲ୍ଡ ଟ୍ରମ୍ପ ସୋମବାର ଦିନ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କୁ ଫୋନ୍ କରିଥିଲେ ଏବଂ ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣ ବୃଦ୍ଧି ପାଇଁ ତାଙ୍କୁ କଡ଼ା ଭର୍ତ୍ସନା କରିଥିଲେ। ସେ ନେତାନ୍ୟାହୁଙ୍କୁ “ପାଗଳ” ବୋଲି କହିବା ପର୍ଯ୍ୟନ୍ତ ଯାଇଥିଲେ ।…
‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ
ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ ଏହାକୁ ଅପମାନ ବୋଲି ଭାବନ୍ତି। ତଥାପି, ତାଙ୍କୁ ‘ଶକ୍ତିଶାଳୀ ଏକଛତ୍ରବାଦୀ’ ଭାବରେ ସମ୍ବୋଧିତ…
ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…
ଓ୍ବାଶିଂଟନ୍,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା କରାଯାଇଛି। ଆମେରିକୀୟ ତଦନ୍ତ ଏଜେନ୍ସିଗୁଡ଼ିକ ଏକ ଭୟଙ୍କର ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ କରିଛନ୍ତି, ଯାହା…
ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ
ଓ୍ବାଶିଂଟନ୍,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ ନାଇଜେରିଆ ସୈନ୍ୟବାହିନୀର ମିଳିତ ସହଯୋଗରେ ଏହା ଘଟିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି…
ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ
ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟ ପାଇଁ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ । ସେ ଏହା ମଧ୍ୟ ସଙ୍କେତ…
ଇରାନ ପରେ ଏବେ ଟ୍ରମ୍ପଙ୍କ ଟାର୍ଗେଟ୍ରେ ଏହି ଦେଶ, ଘୋଷଣା ପରେ ବିଶ୍ୱରେ ହଇଚଇ
ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ବୟାନ ଦେଇଛନ୍ତି ଯାହା ଅନ୍ତର୍ଜାତୀୟ କ୍ଷେତ୍ରରେ ହଇଚଇ ସୃଷ୍ଟି କରିଛି। ଫ୍ଲୋରିଡାର ପାମ ବିଚ୍ରେ ଥିବା ଫୋରମ୍ କ୍ଲବ୍ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଟ୍ରମ୍ପ ଘୋଷଣା କରି କହିଛନ୍ତି, ଆମେରିକା…

