ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ଏଲନ ମସ୍କଙ୍କ ବିବାଦୀୟ ବୟାନ, କହିଲେ କମଲା-ବାଇଡେନଙ୍କୁ ତ କେହି…
ଓ୍ବାଶିଂଟନ,୧୬ା୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଦ୍ୱିତୀୟଥର ଗୁଳିମାଡ଼ ହୋଇ ହତ୍ୟା ଉଦ୍ୟମ କରାଯାଇଛି। ଏହା ପରେ ବିଶ୍ୱର ପ୍ରତିଷ୍ଠିତ ଶିଳ୍ପପତି ଏଲନ୍ ମସ୍କ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି। ଏଥିରେ ସେ ଉଦ୍ବେଗ ପ୍ରକାଶ…
ବାଇଡେନ୍ଙ୍କଠାରୁ ହାରିସ୍ ଆହୁରି ଅଯୋଗ୍ୟ, ମସ୍କଙ୍କ ସହ ସାକ୍ଷାତ୍କାରରେ ଟ୍ରମ୍ପ୍ଙ୍କ ମନ୍ତବ୍ୟ
ଓ୍ବାଶିଂଟନ୍, ୧୩।୮: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍ ଇଷ୍ଟର୍ନ ସମୟ ସୋମବାର ରାତି ୮ଟାରେ ଏକ୍ସ’ ସିଇଓ ଏଲନ୍ ମସ୍କଙ୍କୁ ଏକ ଲାଇଭ ସାକ୍ଷାତ୍କାର ଦେଇଛନ୍ତି। ଏହି ସାକ୍ଷାତ୍କାରରେ ସେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ତଥା…
ଟ୍ରମ୍ପ୍ଙ୍କ ଲୋକପ୍ରିୟତା କମାଇଲେ କମଲା ହାରିସ୍, ବଢୁଛି ପ୍ରତିଦ୍ୱନ୍ଦିତା
ନୂଆଦିଲ୍ଲୀ,୨୭।୭: ନଭେମ୍ବର ୨ ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୋ ବାଇଡେନଙ୍କୁ ଡେମୋକ୍ରାଟିକ୍ ପାର୍ଟିର ପ୍ରାର୍ଥୀ ଭାବେ ପରିବର୍ତନ କରିବା ପରେ କମଲା ହାରିସ୍ ଡୋନାଲ୍ଡ ଟ୍ରମ୍ପଙ୍କ ବିପକ୍ଷରେ ମାର୍ଜିନ୍ ହ୍ରାସ କରିଛନ୍ତି। ଅଣ-ଧଳା ଭୋଟରଙ୍କ ମଧ୍ୟରେ ଏବଂ…
ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଲେ ଏହି ଦେଶର ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, ୨୭।୦୭: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ରାପବ୍ଲିକାନ୍ ପାର୍ଟିର ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଇସ୍ରାଏଲ୍ର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁ ସାକ୍ଷାତ କରିଛନ୍ତି । ଗାଜାରେ ଜାରି ରହିଥିବା ଯୁଦ୍ଧରେ ବିରାମ ଲଗାଇବା ପାଇଁ ସେ ଆଲୋଚନା କରିଥିବା ପ୍ରତିକ୍ରିୟାରେ କହିଛନ୍ତି ।…
ରାଷ୍ଟ୍ରପତି ଦୌଡ଼ରୁ ଓହରିଲେ ବାଇଡେନ୍: କମଲା ହାରିସ୍ ହେବେ ଡେମୋକ୍ରାଟିକ୍ ପ୍ରାର୍ଥୀ
ଓ୍ବାଶିଂଟନ,୨୨ା୭ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ରବିବାର ହ୍ବାଇଟ୍ ହାଉସ୍ ଦୌଡ଼ରୁ ଓହରିଯାଇଛନ୍ତି। ଆସନ୍ତା ନଭେମ୍ବର ୫ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ୍ ପାର୍ଟିରୁ ସେ ଲଢ଼ିବେ ନାହିଁ ବୋଲି ଏକ୍ସ’ରେ ସ୍ପଷ୍ଟ କରିଛନ୍ତି। ଜାତୀୟ ଓ ଦଳୀୟ ସ୍ବାର୍ଥ…
ଯିଏ ଦିନେ ହିଟ୍ଲର-ମୁର୍ଖ କହିଥିଲେ, ଟ୍ରମ୍ପ ତାଙ୍କୁ ହିଁ କାହିଁକି ଉପରାଷ୍ଟ୍ରପତି ପ୍ରାର୍ଥୀ କରିଦେଲେ; ଜାଣନ୍ତୁ…
ଓ୍ବାଶିଂଟନ,୧୬।୭: ଆମେରିକା ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଏଭଳି ଜଣେ ନେତାଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ କରିଛନ୍ତି ଯିଏ ସର୍ବଦା ତାଙ୍କର ଆଲୋଚନା କରିଥିଲେ। କେବଳ ଆଲୋଚନା ନୁହେଁ ବରଂ ମୁର୍ଖ ଏବଂ ଆମେରିକାର ହିଟ୍ଲର ବୋଲି କହିଥିଲେ। ବିଶେଷକରି ୨୦୨୧ ଯାଏ ଓହିଓ…
ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ପ୍ରତିକ୍ରିୟା ରଖିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ, ୧୪।୦୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ଏକ୍ସରେ ସେ ଏହି ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି । ଟ୍ରମ୍ପଙ୍କ ଉପରେ ଗୁଳିମାଡ଼କୁ ନେଇ…
କାନ ଚିରି ବାହାରିଗଲା ଗୁଳି…ମରଣାନ୍ତକ ଆକ୍ରମଣ ପରେ ବଡ଼ ବୟାନ ଦେଲେ ଟ୍ରମ୍ପ
ଓ୍ବାଶିଂଟନ,୧୪।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ପେନସିଲଭାନିଆରେ ଏକ ନିର୍ବାଚନ ରାଲିରେ ତାଙ୍କୁ ଗୁଳି କରାଯାଇଛି। ଏହି ଗୁଳିମାଡ଼ରେ ଟ୍ରମ୍ପ ଆହତ ହୋଇଛନ୍ତି। ତାଙ୍କ ମୁହଁ ଏବଂ କାନରେ ରକ୍ତ ଦାଗ ଦେଖିବାକୁ ମିଳିଛି।…
ପୂର୍ବତନ ରାଷ୍ଟ୍ରପତିଙ୍କୁ ଗୁଳିମାଡ଼, ଜଣେ ବ୍ୟକ୍ତିଙ୍କ ମୃତ୍ୟୁ
ୱାଶିଂଟନ୍, ୧୪।୦୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ହୋଇଛି । ପେନ୍ସ୍ଲେଭାନିଆରେ ଆୟୋଜିତ ଏକ ରାଲିରେ ତାଙ୍କ ଉପରକୁ ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି । ଗୁଳି ଶବ୍ଦ ଶୁଣି ତାଙ୍କର ଅଙ୍ଗରାଖୀମାନେ ତାଙ୍କୁ ମଞ୍ଚ ଉପରୁ ଓହ୍ଲାଇ ଦେଇଥିଲେ…
ଟ୍ରମ୍ପ୍ ରାଷ୍ଟ୍ରପତି ହେଲେ ପୂର୍ଣ୍ଣକଳୀନ ଫାଷ୍ଟ ଲେଡି ହେବେନି ମେଲାନିଆ
ନୂଆଦିଲ୍ଲୀ,୧ା୭: ରିପବ୍ଲିକାନ୍ ପାର୍ଟିର ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍ ୨୦୨୪ ନିର୍ବାଚନରେ ବିଜୟୀ ହୋଇ ଆଉ ଥରେ ଆମେରିକାର ରାଷ୍ଟ୍ରପତି ହେଲେ ତାଙ୍କ ସ୍ତ୍ରୀ ମେଲାନିଆ ଟ୍ରମ୍ପ୍ଙ୍କୁ ପୂର୍ଣ୍ଣକାଳୀନ ଫାଷ୍ଟ ଲେଡି ଭାବେ ଦେଖିବାକୁ ମିଳି ନ ପାରେ। ମେଲାନିଆ ଏହି ଦାୟିତ୍ୱ…
ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରେ ଦୁଇ ବଡ଼ ପ୍ରତିଦ୍ୱନ୍ଦ୍ୱୀ, ଫଳାଫଳକୁ ଅପେକ୍ଷା
ଓ୍ବାଶିଂଟନ,୮ା୫: ନଭେମ୍ବରରେ ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ରିପବ୍ଲିକାନ ଏବଂ ଡେମୋକ୍ରାଟିକ୍ ଦଳ ମଧ୍ୟରେ ପ୍ରାର୍ଥୀ ଚୟନ କରିବାକୁ ପ୍ରାଥମିକ ନିର୍ବାଚନ ଚାଲିଛି। ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରାଥମିକ ନିର୍ବାଚନରେ ଜିତିଛନ୍ତି।…
କିଏ ହେବେ ଆମେରିକାର ରାଷ୍ଟ୍ରପତି, ଭବିଷ୍ୟକାର କହିଲେ ଏମିତି…
ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଲାନ ଲିକ୍ଟମ୍ୟାନ ପୁଣି ଥରେ ପୂର୍ବାନୁମାନ କରିଛନ୍ତି। ଆଲାନଙ୍କୁ ଆମେରିକାର ନୋଷ୍ଟ୍ରାଡାମସ ମଧ୍ୟ କୁହାଯାଏ। ଯିଏ ଗତ ଅନେକ ନିର୍ବାଚନ ପାଇଁ ନିରନ୍ତର ପୂର୍ବାନୁମାନ କରିଆସୁଛନ୍ତି। ଗତ ୧୦ଟି ନିର୍ବାଚନରେ ଆଲାନ ପୂର୍ବାନୁମାନ କରିଛନ୍ତି,…

