କାନାଡାକୁ ପୁଣି ଅଡୁଆରେ ପକାଇଲେ ଟ୍ରମ୍ପ, ଦେଲେ ଏମିତି ଧମକ
ଓ୍ବାଶିଂଟନ,୩୦।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ କାନାଡା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ବିମାନ ଚଳାଚଳ କ୍ଷେତ୍ରରେ ଏକ ପ୍ରମୁଖ ଏବଂ ଆକ୍ରମଣାତ୍ମକ ପଦକ୍ଷେପ ଘୋଷଣା କରିଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ଟ୍ରମ୍ପ କାନାଡା ଉପରେ…
ଟ୍ରମ୍ପଙ୍କ ଭୟରେ ବଙ୍କରରେ ଲୁଚିଲେ ଖାମେନେଇ; ଜାଣନ୍ତୁ ଏବେ କାହା ହାତରେ ଇରାନର ଦାୟିତ୍ୱ…?
ତେହରାନ,୨୫।୧: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏଭଳି ସମୟରେ ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲୀ ଖାମେନେଇ ତେହରାନରେ ନିର୍ମିତ ଏକ ସ୍ବତନ୍ତ୍ର ଭୂତଳ ଆଶ୍ରୟସ୍ଥଳ(ବଙ୍କର୍)ରେ ଲୁଚି ରହିଥିବା ରିପୋର୍ଟ ସାମ୍ନାକୁ ଆସିଛି। ଇରାନ…
WHOରୁ ଓହରିଲା ଆମେରିକା, ଜେନେଭା ମୁଖ୍ୟାଳୟରୁ ବାହାରକଲା ପତାକା
ନୂଆଦିଲ୍ଲୀ,୨୩ା୧: ଆମେରିକା ଏକ ବଡ଼ ପଦକ୍ଷେପ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ରୁ ସଦସ୍ୟତା ସମାପ୍ତ କରିଛି। ଆମେରିକାର ସ୍ୱାସ୍ଥ୍ୟ ଏବଂ ମାନବ ସେବା ବିଭାଗ (HHS) ଏବଂ ବିଦେଶ ବିଭାଗ ମିଳିତ ଭାବରେ ଏହି ଆନୁଷ୍ଠାନିକ ଘୋଷଣା କରିଛନ୍ତି।…
ଇରାନ ଉପରେ ହୋଇପାରେ ଅତର୍କିତ ଆକ୍ରମଣ: ଆମେରିକା ଓ ଇସ୍ରାଏଲର ଯୁଦ୍ଧ ପ୍ରସ୍ତୁତି
ନୂଆଦିଲ୍ଲୀ,୨୩।୧: ମଧ୍ୟପ୍ରାଚ୍ୟରେ ଯୁଦ୍ଧର କଳାବାଦଲ ଘେରିବାରେ ଲାଗିଛି। ଇରାନରେ ଚାଲିଥିବା ଆଭ୍ୟନ୍ତରୀଣ ଅଶାନ୍ତି ଏବଂ ବିକ୍ଷୋଭକାରୀଙ୍କ ଉପରେ ସରକାରୀ ଦମନଲୀଳାକୁ ନେଇ ଆମେରିକା କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ସ୍ପଷ୍ଟ କରିଛନ୍ତି ଯେ, ଏକ…
ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା
ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଗ୍ରୀନଲ୍ୟାଣ୍ଡକୁ ଆମେରିକାର “ନିଜସ୍ୱ ଅଞ୍ଚଳ” ଭାବେ ଅଭିହିତ କରି ସେ କହିଛନ୍ତି ଯେ, ଆମେରିକା…
ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….
ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର ସଫଳତା ଉପରେ ଆଲୋକପାତ କରିଥିଲେ । ତାଙ୍କୁ କୋଡିଏ ମିନିଟ୍ ସମୟ ଦିଆଯାଇଥିଲା, କିନ୍ତୁ…
ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍ ଖରାପ ହେଲା ବିମାନ, ତା’ପରେ..
ଓ୍ବାଶିଂଟନ୍,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ତାଙ୍କର ସ୍ବତନ୍ତ୍ର ବିମାନ ଏୟାର ଫୋର୍ସ ୱାନରେ ବୈଦ୍ୟୁତିକ ତ୍ରୁଟି…
ଗ୍ରୀନଲ୍ୟାଣ୍ଡ ପାଇଁ ଜିଦ୍ରେ ଅଟଳ ଟ୍ରମ୍ପ: ବିରୋଧ କରୁଥିବା ଦେଶ ଉପରେ ଲଦିଲେ ୧୦% ଟାରିଫ୍
ନୂଆଦିଲ୍ଲୀ,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡ ଅଧିଗ୍ରହଣ ପ୍ରସଙ୍ଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଗ୍ରୀନଲ୍ୟାଣ୍ଡକୁ ଆମେରିକାରେ ସାମିଲ କରିବା ଯୋଜନାକୁ ବିରୋଧ କରୁଥିବାରୁ ଦେଶ ଗୁଡିକ ଉପରେ ଏବେ ସେ ଶୁଳ୍କ ଲଗାଇଛନ୍ତି। ଶନିବାର ଡେନମାର୍କ, ବ୍ରିଟେନ ଏବଂ…
ଶେଷରେ ଟ୍ରମ୍ପଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର, ଦେଲେ ଏପରି ପ୍ରତିକ୍ରିୟା
ନୂଆଦିଲ୍ଲୀ,୧୬ା୧: ବହୁ ପ୍ରତିକ୍ଷାର ଅନ୍ତ ଘଟି ଶେଷରେ ଅନ୍ଵେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୋବେଲ ଶାନ୍ତି ପୁରସ୍କାର ମିଳିଛି। ଭେନେଜୁଏଲାର ବିରୋଧୀ ଦଳ ନେତ୍ରୀ ତଥା ନୋବେଲ ଶାନ୍ତି ପୁରସ୍କାର ବିଜେତା ମାରିଆ କୋରିନା ମାଚାଡୋ ଗୁରୁବାର ହ୍ୱାଇଟ ହାଉସରେ ଟ୍ରମ୍ପଙ୍କୁ…
ଗ୍ରୀନଲ୍ୟାଣ୍ଡ ଉପରେ ଆମେରିକାର ନିୟନ୍ତ୍ରଣ ଜରୁରୀ: ଡୋନାଲ୍ଡ ଟ୍ରମ୍ପ
ନୂଆଦିଲ୍ଲୀ,୧୪।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ପୁଣି ଥରେ ଏକ ବଡ଼ ବୟାନ ଦେଇଛନ୍ତି। ବୁଧବାର ସେ କହିଛନ୍ତି ଯେ, ଆମେରିକାର ଜାତୀୟ ସୁରକ୍ଷା ଏବଂ ନୂତନ ମିସାଇଲ ପ୍ରତିରକ୍ଷା ପ୍ରଣାଳୀ ‘ଗୋଲ୍ଡେନ ଡୋମ’ର ସଫଳତା ପାଇଁ ଗ୍ରୀନଲ୍ୟାଣ୍ଡ…
ଇରାନର ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର: ମୃତ୍ୟୁ ସଂଖ୍ୟା ୨୫୦୦ ପାର୍! ଚେତାବନୀ ଦେଲେ ଟ୍ରମ୍ପ
ନୂଆଦିଲ୍ଲୀ,୧୪।୧: ଡିସେମ୍ବର ୨୮ ତାରିଖରୁ ଚାଲିଥିବା ହିଂସାତ୍ମକ ପ୍ରତିବାଦ ମଧ୍ୟରେ ଇରାନର ପରିସ୍ଥିତି ଆହୁରି ଖରାପ ହେବାରେ ଲାଗିଛି। ମାନବାଧିକାର କର୍ମୀଙ୍କ ଅନୁଯାୟୀ, ଏପର୍ଯ୍ୟନ୍ତ ୨୦୦୦ ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି, ଯେତେବେଳେ କିଛି ରିପୋର୍ଟରେ ଏହି ସଂଖ୍ୟା ୨୫୦୦…
ଇରାନ୍ ସହ ବ୍ୟବସାୟ କରୁଥିବା ଦେଶକୁ ଆମେରିକାର ଧମକ, ଲାଗିବ ଅତିରିକ୍ତ ୨୫ ପ୍ରତିଶତ ଟାରିଫ୍
ନୂଆଦିଲ୍ଲୀ,୧୩।୧: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନର ବାଣିଜ୍ୟିକ ଅଂଶୀଦାରମାନେ ଆମେରିକାରୁ ୨୫ ପ୍ରତିଶତ ଶୁଳ୍କ ଆଦାୟର ସମ୍ମୁଖୀନ ହେବେ । ଅର୍ଥାତ୍ ଇରାନ୍ ସହ ବ୍ୟବସାୟ କରୁଥିବା ଦେଶମାନଙ୍କୁ ଅତିରିକ୍ତ ୨୫ ପ୍ରତିଶତ ଟାରିଫ୍ ଲାଗିବ । ଟ୍ରମ୍ପ…
Archives


