Tag Archives: donald trump

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଗ୍ରୀନଲ୍ୟାଣ୍ଡକୁ ଆମେରିକାର “ନିଜସ୍ୱ ଅଞ୍ଚଳ” ଭାବେ ଅଭିହିତ କରି ସେ କହିଛନ୍ତି ଯେ, ଆମେରିକା…

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର ସଫଳତା ଉପରେ ଆଲୋକପାତ କରିଥିଲେ । ତାଙ୍କୁ କୋଡିଏ ମିନିଟ୍ ସମୟ ଦିଆଯାଇଥିଲା, କିନ୍ତୁ…

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ତାଙ୍କର ସ୍ବତନ୍ତ୍ର ବିମାନ ଏୟାର ଫୋର୍ସ ୱାନରେ ବୈଦ୍ୟୁତିକ ତ୍ରୁଟି…

ଗ୍ରୀନଲ୍ୟାଣ୍ଡ ପାଇଁ ଜିଦ୍‌ରେ ଅଟଳ ଟ୍ରମ୍ପ: ବିରୋଧ କରୁଥିବା ଦେଶ ଉପରେ ଲଦିଲେ ୧୦% ଟାରିଫ୍

ନୂଆଦିଲ୍ଲୀ,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡ ଅଧିଗ୍ରହଣ ପ୍ରସଙ୍ଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଗ୍ରୀନଲ୍ୟାଣ୍ଡକୁ ଆମେରିକାରେ ସାମିଲ କରିବା ଯୋଜନାକୁ ବିରୋଧ କରୁଥିବାରୁ ଦେଶ ଗୁଡିକ ଉପରେ ଏବେ ସେ ଶୁଳ୍କ ଲଗାଇଛନ୍ତି। ଶନିବାର ଡେନମାର୍କ, ବ୍ରିଟେନ ଏବଂ…

ଶେଷରେ ଟ୍ରମ୍ପଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର, ଦେଲେ ଏପରି ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୬ା୧: ବହୁ ପ୍ରତିକ୍ଷାର ଅନ୍ତ ଘଟି ଶେଷରେ ଅନ୍ଵେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୋବେଲ ଶାନ୍ତି ପୁରସ୍କାର ମିଳିଛି। ଭେନେଜୁଏଲାର ବିରୋଧୀ ଦଳ ନେତ୍ରୀ ତଥା ନୋବେଲ ଶାନ୍ତି ପୁରସ୍କାର ବିଜେତା ମାରିଆ କୋରିନା ମାଚାଡୋ ଗୁରୁବାର ହ୍ୱାଇଟ ହାଉସରେ ଟ୍ରମ୍ପଙ୍କୁ…

ଗ୍ରୀନଲ୍ୟାଣ୍ଡ ଉପରେ ଆମେରିକାର ନିୟନ୍ତ୍ରଣ ଜରୁରୀ: ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ,୧୪।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ପୁଣି ଥରେ ଏକ ବଡ଼ ବୟାନ ଦେଇଛନ୍ତି। ବୁଧବାର ସେ କହିଛନ୍ତି ଯେ, ଆମେରିକାର ଜାତୀୟ ସୁରକ୍ଷା ଏବଂ ନୂତନ ମିସାଇଲ ପ୍ରତିରକ୍ଷା ପ୍ରଣାଳୀ ‘ଗୋଲ୍ଡେନ ଡୋମ’ର ସଫଳତା ପାଇଁ ଗ୍ରୀନଲ୍ୟାଣ୍ଡ…

ଇରାନର ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର: ମୃତ୍ୟୁ ସଂଖ୍ୟା ୨୫୦୦ ପାର୍‌! ଚେତାବନୀ ଦେଲେ ଟ୍ରମ୍ପ

ନୂଆଦିଲ୍ଲୀ,୧୪।୧: ଡିସେମ୍ବର ୨୮ ତାରିଖରୁ ଚାଲିଥିବା ହିଂସାତ୍ମକ ପ୍ରତିବାଦ ମଧ୍ୟରେ ଇରାନର ପରିସ୍ଥିତି ଆହୁରି ଖରାପ ହେବାରେ ଲାଗିଛି। ମାନବାଧିକାର କର୍ମୀଙ୍କ ଅନୁଯାୟୀ, ଏପର୍ଯ୍ୟନ୍ତ ୨୦୦୦ ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି, ଯେତେବେଳେ କିଛି ରିପୋର୍ଟରେ ଏହି ସଂଖ୍ୟା ୨୫୦୦…

ଇରାନ୍ ସହ ବ୍ୟବସାୟ କରୁଥିବା ଦେଶକୁ ଆମେରିକାର ଧମକ, ଲାଗିବ ଅତିରିକ୍ତ ୨୫ ପ୍ରତିଶତ ଟାରିଫ୍

ନୂଆଦିଲ୍ଲୀ,୧୩।୧: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନର ବାଣିଜ୍ୟିକ ଅଂଶୀଦାରମାନେ ଆମେରିକାରୁ ୨୫ ପ୍ରତିଶତ ଶୁଳ୍କ ଆଦାୟର ସମ୍ମୁଖୀନ ହେବେ । ଅର୍ଥାତ୍ ଇରାନ୍ ସହ ବ୍ୟବସାୟ କରୁଥିବା ଦେଶମାନଙ୍କୁ ଅତିରିକ୍ତ ୨୫ ପ୍ରତିଶତ ଟାରିଫ୍ ଲାଗିବ । ଟ୍ରମ୍ପ…

ଆମେରିକାରେ ଟ୍ରମ୍ପ ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ: ୧ ଲକ୍ଷରୁ ଅଧିକ ଭିସା ରଦ୍ଦ, ଚିନ୍ତାରେ ଭାରତୀୟ

ନୂଆଦିଲ୍ଲୀ,୧୨ା୧: ଆମେରିକାରେ ଟ୍ରମ୍ପ ପ୍ରଶାସନ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ଆମେରିକା ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ୧ ଲକ୍ଷରୁ ଅଧିକ ଭିସା ରଦ୍ଦ କରାଯାଇଛି। ଏଥିମଧ୍ୟରେ ପ୍ରାୟ ୮,୦୦୦ ଛାତ୍ର ଭିସା ଏବଂ…

ଉପନିବେଶବାଦ: ସେତେବେଳେ ଇଂଲଣ୍ଡ ଏବେ ଆମେରିକା, ସୁଯୋଗ ଖୋଜୁଛି ଚାଇନା

ନୂଆଦିଲ୍ଲୀ,୧୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ନିଷ୍ପତ୍ତି ଏବଂ ବୟାନ ଏବେ ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି। ଟ୍ରମ୍ପ କେବଳ ଆମେରିକାକୁ ଶକ୍ତିଶାଳୀ କରିବାକୁ ଚାହୁଁନାହାନ୍ତି, ବରଂ ଏହାର ଭୌଗୋଳିକ ସୀମା ବଢ଼ାଇବାକୁ ମଧ୍ୟ ଲକ୍ଷ୍ୟ ରଖିଛନ୍ତି। ଏହି…

ବହୁତ ବିଳମ୍ବ ହେବା ପୂର୍ବରୁ ଆମେରିକା ସହିତ ଚୁକ୍ତି କରନ୍ତୁ.. ପୁଣି ଖୋଲା ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧୧।୧: ଭେନେଜୁଏଲାରେ ଆମେରିକାର କାର୍ଯ୍ୟାନୁଷ୍ଠାନର କିଛି ଦିନ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟୁବାକୁ କଡ଼ା ଚେତାବନୀ ଦେଇଛନ୍ତି । ଟ୍ରମ୍ପ କହିଛନ୍ତି ଯେ କ୍ୟୁବା ଶୀଘ୍ର ଆମେରିକା ସହିତ ଏକ ଚୁକ୍ତି କରିବାକୁ ପଡିବ, ନଚେତ୍ ତେଲ ଏବଂ…

ଭୋର୍ ୪ ଟା’ରେ ଟ୍ରମ୍ପଙ୍କୁ କଲ୍‌ କଲେ ସାମ୍ବାଦିକ, ସବୁ ପ୍ରଶ୍ନର ଉତ୍ତର ଦେଲେ ଆମେରିକା ରାଷ୍ଟ୍ରପତି

ନୂଆଦିଲ୍ଲୀ,୫।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ନିଜର ଅଜବ କାର୍ଯ୍ୟଶୈଳୀ ପାଇଁ ଚର୍ଚ୍ଚାରେ। ଭେନେଜୁଏଲା ରାଷ୍ଟ୍ରପତି ନିକୋଲାସ୍ ମାଦୁରୋଙ୍କୁ ଆମେରିକା ସେନା ଗିରଫ କରିବା ପରେ, ଭୋର୍‌ ସମୟରେ ଜଣେ ସାମ୍ବାଦିକଙ୍କ ଫୋନ୍ କଲ୍ ଉଠାଇ ସମସ୍ତଙ୍କୁ ଚକିତ କରିଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?