ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ପୀଡିତ ୫ ଶିଶୁ: ୨ ଡାକ୍ତର ସସପେଣ୍ଡ ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା ବେଳେ HIV ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଜିଲାସ୍ତରୀୟ ତଦନ୍ତରୁ ଜଣାପଡ଼ିଛି ଯେ ରକ୍ତଦାତାଙ୍କ...