ଦାନ ଚୋରି ମାମଲାରେ ହୋଇପାରେ ବଡ଼ କାର୍ଯ୍ୟାନୁଷ୍ଠାନ, ୧୦୦ କର୍ମଚାରୀଙ୍କୁ କରାଯିବ ବହିଷ୍କାର ! ଅଯୋଧ୍ୟା,୧୭।୭: ଅଯୋଧ୍ୟା ରାମ ମନ୍ଦିର ଦାନ ଚୋରି ଘଟଣାର SIT ତଦନ୍ତ ପରେ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତି ଚାଲିଛି। ମିଳିଥିବା ସୂଚନା ମୁତାବକ, ସୁପାରିଶ ଆଧାରରେ ରାମ ମନ୍ଦିରରେ ନିଯୁକ୍ତି ପାଇଥିବା ୧୦୦ କର୍ମଚାରୀ SIT ସ୍କାନରରେ ରହିଛନ୍ତି।…