ରାଶନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର, ମୁଣ୍ଡପିଛା ମିଳିବ ଅଧିକ ଚାଉଳ, ଜାଣନ୍ତୁ କେତେ… ଭୁବନେଶ୍ୱର,୧୫ା୧୦: ରାଶନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ଏଣିକି ମୁଣ୍ଡ ପିଛା ଚାଉଳ ପରିମାଣ ବଢ଼ିପାରେ। ତେବେ ୫ କିଲୋ ଜାଗାରେ ଆଉ ଅଧିକ ୫କିଲୋ ଚାଉଳ ଦେବାକୁ ରାଜ୍ୟ ସରକାର ଚିନ୍ତା କରୁଥିବା କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।…